Monday, September 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମୋ ବସ୍ ଧକ୍କା, ୧୩ ବର୍ଷ ନାବାଳିକାର ମୃତ୍ୟୁ

by ସଞ୍ଜୟ ସ୍ୱାଇଁ
February 4, 2025
in Accident, State
ମୋ ବସ୍ ଧକ୍କା, ୧୩ ବର୍ଷ ନାବାଳିକାର ମୃତ୍ୟୁ
76
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ମୋ ବସ୍ ଧକ୍କାରେ ୧୩ ବର୍ଷ ନାବାଳିକାର ମୃତ୍ୟୁ। ଭୁବନେଶ୍ୱର ନନ୍ଦନକାନନ ଥାନା ରଘୁନାଥପୁର ଛକ ନିକଟରେ ଦୁର୍ଘଟଣା। ଫୁଲ ତୋଳି ସାଇକେଲରେ ଫେରୁଥିବା ବେଳେ ଧକ୍କା ଦେଲା ମୋ ବସ୍। ଘଟଣାସ୍ଥଳରେ ନାବାଳିକାର ମୃତ୍ୟୁ ଘଟିଛି। ମୃତକ ରଘୁନାଥ ପୁର ଅଞ୍ଚଳର ରାମ ତିଆଡ଼ିଙ୍କ ଝିଅ ବୋଲି ଜଣାପଡ଼ିଛି। ଭୁବନେଶ୍ୱରରୁ କଟକ ଯିବା ରାସ୍ତାରେ ଘଟିଛି ଦୁର୍ଘଟଣା। ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ସ୍ଥାନୀୟ ଲୋକେ ରାସ୍ତାରୋକ କରିଛନ୍ତି। ଫଳରେ ଯାତାୟତ ବାଧାପ୍ରାପ୍ତ ହୋଇଛି । ମୋ ବସଟି ନନ୍ଦନକାନନ ଥାନାରେ ଅଟକ ଅଛି । ଘଟଣାସ୍ଥଳରେ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛି ପୋଲିସ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!