Monday, September 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସପ୍ତାହାନ୍ତ ସଟ୍ଡାଉନରେ ଚାଲିବ ‘ମୋ ବସ୍’

by ସଞ୍ଜୟ ସ୍ୱାଇଁ
April 23, 2021
in State
ସପ୍ତାହାନ୍ତ ସଟ୍ଡାଉନରେ ଚାଲିବ ‘ମୋ ବସ୍’
287
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ସପ୍ତାହାନ୍ତ ସଟ୍ଡାଉନରେ ମୋ ବସ୍ ସେବା ବନ୍ଦ କରାଯାଇଛି । କେବଳ ରେଲୱେ ଷ୍ଟେସନରୁ ଯାତ୍ରୀଙ୍କୁ ନେବା ପାଇଁ ଚାଲିବ ‘ମୋ ବସ୍’ । ରେଲୱେ ଷ୍ଟେସନରୁ କଟକ ଓ ଖୋର୍ଦ୍ଧା ଯାଏ ଯିବ ‘ମୋ ବସ୍’ । ବିମାନ ବନ୍ଦରରୁ ରେଲୱେ ଷ୍ଟେସନ ସଟଲ ସେବା ମିଳିବ । ଏ ନେଇ ଟ୍ୱିଟ୍ କରି ସିଆରୟୁଟି ସୂଚନା ଦେଇଛି । ସିଆରୟୁଟି ଟ୍ୱିଟ୍ରେ ଦର୍ଶାଇଛି, ‘ମୋ ବସ୍’ ରେ କେହି ଠିଆ ହୋଇ ଯାଇ ପାରିବେ ନାହିଁ । ଷ୍ଟେସନରୁ କେହି ମାସ୍କ ପିନ୍ଧି ନଥିଲେ ‘ମୋ ବସ୍’ ରେ ଯାଇ ପାରିବେ ନାହିଁ ବୋଲି କଡା ନିର୍ଦ୍ଦେଶ ଯାରି କରାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!