Tuesday, August 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମୁଖ୍ୟମନ୍ତ୍ରୀ ଉନ୍ମୋଚନ କଲେ ମୋ ସ୍କୁଲ ଆପ

by ସଞ୍ଜୟ ସ୍ୱାଇଁ
November 14, 2019
in Breaking, Nayagarh, Politics, State
32
VIEWS
Share on FacebookShare on Twitter

ନୟାଗଡ଼ (ବାଘୁଆବାର୍ତ୍ତା) : ଆଜି ଶିଶୁ ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋ ସ୍କୁଲ ଆପ ଉନ୍ମୋଚନ କରିଛନ୍ତି । ବିଦ୍ୟାଳୟ ବିକାଶରେ ଅଧିକ ପୂରାତନ ଛାତ୍ରଛାତ୍ରୀ ମୋ ସ୍କୁଲ ଯୋଜନାରେ ସାମିଲ ହେବା ପାଇଁ ଏହି ଯୋଜନାର ଦୁଇ ବର୍ଷ ପୂର୍ତ୍ତୀ ଅବସରରେ ମୋବାଇଲ ଆପର ଉନ୍ମୋଚନ କରିଛନ୍ତି । ଏହି ଯୋଜନାରେ ୯ ହଜାର ୯୪୫ ବିଦ୍ୟାଳୟର ସହଯୋଗ ରହିଛି । ଏଥିରେ ୧୩ ହଜାର ୨୦୪ ପ୍ରକଳ୍ପ ଅନୁମୋଦନ ଲାଭ କରିଛି । ପୂରାତନ ଛାତ୍ରଛାତ୍ରୀମାନେ ଏଥିରେ ଏକ ଲକ୍ଷ ୭୬ ହଜାର ସାମିଲି ହୋଇଛନ୍ତି । ରାଜ୍ୟର ସମସ୍ତ ବିଦ୍ୟାଳୟ ୩୪ କୋଟି ୮୭ ଲକ୍ଷ ୭୭ ହଜାର ୪୩୫ ଟଙ୍କା ଦାନ କରିଥିବା ବେଳେ ରାଜ୍ୟ ସରକାର ୭୯ କୋଟି ୭୪ ଲକ୍ଷ ୪୫ ହଜାର ୮୭୧ ଟଙ୍କା ଯୋଗାଇ ଦେଇଛନ୍ତି । ଆଜିର ବୈଠକରେ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ, ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଉପସ୍ଥିତ ରହିଥିଲେ । ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କ ସହ ଲୋକସେବକ ଭବନରୁ ଭିଡିଓ କନଫରେନ୍ସ ମାଧ୍ୟମରେ ସମୀକ୍ଷା କରିବା ସହ ମୋବାଇଲା ଆପର ଉନ୍ମୋଚନ କରିଛନ୍ତି ।

Leave a Reply Cancel reply

Your email address will not be published. Required fields are marked *

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!