Wednesday, July 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମୋବାଇଲରେ ଗେମ୍‌ ଖେଳିବାକୁ ମା’ ମନା କରିବାରୁ ବେକରେ ଗାମୁଛା ଭିଡ଼ି ଝୁଲି ପଡ଼ିଲେ ଛାତ୍ର

by ସଞ୍ଜୟ ସ୍ୱାଇଁ
September 30, 2021
in State
ମୋବାଇଲରେ ଗେମ୍‌ ଖେଳିବାକୁ ମା’ ମନା କରିବାରୁ ବେକରେ ଗାମୁଛା ଭିଡ଼ି ଝୁଲି ପଡ଼ିଲେ ଛାତ୍ର
121
VIEWS
Share on FacebookShare on Twitter

ଆନନ୍ଦପୁର, (ବାଘୁଆବାର୍ତ୍ତା): ମୋବାଇଲରେ ଗେମ୍‌ ଖେଳିବାକୁ ମାଆ ମନା କରିବାରୁ ଜୀବନ ହାରିଲେ ଛାତ୍ର! ଆଜି ଏପରି ଘଟଣା କେନ୍ଦୁଝର ଜିଲ୍ଲାରେ ଘଟିଛି। ମୃତ ଛାତ୍ର ନବମ ଶ୍ରେଣୀରେ ପଢ଼ୁଥିଲା। ଘସିପୁରା ଶାଳପଡ଼ା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ନବମ ଶ୍ରେଣୀରେ ପଢ଼ନ୍ତି ସୌମ୍ୟରଞ୍ଜନ ଜେନା। ଆଜି ତାଙ୍କର ପରୀକ୍ଷା ଥିଲା। ପରୀକ୍ଷା ଦେଇ ଆସି ସେ ଫ୍ରିଫାୟାର ଗେମ୍‌ ଖେଳୁଥିଲା। ପୁଅ ଗେମ୍‌ ଖେଳୁଥିବା ଦେଖି ମା’ ବିରକ୍ତି ପ୍ରକାଶ କରିଥିଲେ। ଗେମ୍‌ ଖେଳିବାକୁ ମନା କରିବା ସହିତ ଆସନ୍ତାକାଲିର ବିଷୟ ପଢ଼ିବାକୁ ସୌମ୍ୟକୁ ତାଙ୍କ ମାଆ କହିଥିଲେ। ମା’ ମନା କରିବାରୁ ମ୍ରିୟମାଣ ହୋଇ ସୌମ୍ୟ ଘର ଛାତ ଉପରକୁ ଚାଲି ଯାଇଥିଲେ। ସେଠାରେ ସେ ବେକରେ ଗାମୁଛା ଭିଡ଼ି ଝୁଲି ପଡ଼ିଲେ। ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ଆନନ୍ଦପୁର ଉପଖଣ୍ଡ ମେଡିକାଲରେ ଭର୍ତ୍ତି କରିଥିଲେ। ମାତ୍ର ଡାକ୍ତର ଛାତ୍ରକୁ ମୃତ ଘୋଷଣା କରିଥିଲେ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!