Saturday, July 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମାତିଲେ ମୋବାଇଲ ଲୁଟେରା

by ସଞ୍ଜୟ ସ୍ୱାଇଁ
May 24, 2021
in Nayagarh
ମାତିଲେ ମୋବାଇଲ ଲୁଟେରା
605
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ସହରରେ ମାତିଛନ୍ତି ମୋବାଇଲ ଲୁଟେରା । ଆଜି ସକାଳୁ ୧୧ଟା ମଧ୍ୟରେ ସହରର ବିଭିନ୍ନ ସ୍ଥାନରୁ ୩ଟି ମୋବାଇଲ ଚୋରୀ ହୋଇଥିବା ଜଣାଯାଇଛି । କଲେଜ ରାସ୍ତା ପରିବା ମାର୍କେଟଠାରୁ ଜଣେ ବୃଦ୍ଧ ବ୍ୟକ୍ତିଙ୍କଠାରୁ ମୋବାଇଲ ଚୋରୀ ସମ୍ପର୍କରେ ଥାନାରେ ଅଭିଯୋଗ ହୋଇଛି । ସୂଚନାନୁସାରେ, ପିଡବ୍ଲ୍ୟୁଡି ଲେନ ନିବାସୀ ସତ୍ୟ ନାରାୟଣ ପାତ୍ର ପରିବା କିଣିବା ସମୟରେ ମୋବାଇଲ ଲୁଟର ଶୀକାର ହୋଇଥିବା ଥାନାରେ ଅଭିଯୋଗ ହୋଇଛି । କିଛି ବ୍ରାଉନସୁଗାର ନିଶାଡ଼ି ଏହି ମୋବାଇଲ ଲୁଟେରା ଟିମରେ ରହିଥିବା ଆଲୋଚନା ହେଉଛି । ଛୋଟ ଚୋରୀ ଭାବି ମୋବାଇଲ ଚୋରୀକୁ ଗୁରୁତ୍ୱ ଦିଆଯାଉନଥିବାରୁ ସାଧାରଣ ଲୋକେ ଦୁର୍ଦ୍ଦଶା ଭୋଗୁଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!