Friday, September 11, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨୯ ମୋବାଇଲ ଜବତ, ୩ ଅଭିଯୁକ୍ତ ଗିରଫ

by ସଞ୍ଜୟ ସ୍ୱାଇଁ
July 5, 2021
in Crime, State
୨୯ ମୋବାଇଲ ଜବତ, ୩ ଅଭିଯୁକ୍ତ ଗିରଫ
113
VIEWS
Share on FacebookShare on Twitter

ସାନଖେମୁଣ୍ଡି, (ବାଘୁଆବାର୍ତ୍ତା): ପାଟପୁର ଥାନା ଡେଙ୍ଗାଉତ୍ସା ମୋବାଇଲ ଦୋକାନରୁ ଚୋରି ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କରିଛି। ସେମାନଙ୍କ ଠାରୁ ୨୯ ମୋବାଇଲ ଓ ୨ ବ୍ଲୁ ଟୁଥ ହେଣ୍ଡ ଜବତ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ କଂସମାରି ଗ୍ରାମର ଏସ ଟୁନା ଦୋରା,ସନ୍ତୋଷ ଦୋରା,ବନଜା ପ୍ରଧାନ। ସେମାନଙ୍କୁ ପୋଲିସ କୋର୍ଟ ଚାଲାଣ କରିଛି। ଗତ ୩୧.୦୧.୨୧ତାରିଖରେ ଡେଙ୍ଗାଉତ୍ସା ସ୍ଥିତ ସନ୍ତୋଷ ମୋବାଇଲ ଷ୍ଟୋରରୁ ଚୋରି ହୋଇଥିଲା । ପରେ ଦୋକାନ ମାଲିକ ସନ୍ତୋଷ ବିଷୋୟୀ ଏନେଇ ପାଟପୁର ଥାନା ଏତଲା ଦେଇଥିଲେ। ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଥିଲା। ଆଜି ପୋଲିସ କଂସମାରି ଗ୍ରାମର ଏସ ଟୁନା ଦୋରା,ସନ୍ତୋଷ ଦୋରା,ବନଜା ପ୍ରଧାନଙ୍କୁ ମୋବାଇଲ ଦୋକାନରୁ ଚୋରି କରିବା ଅଭିଯୋଗରେ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନଙ୍କ ନିକଟରୁ ୨୯ଟି ମୋବାଇଲ ପୁଲିସ ଜବତ କରିଛି। ଏ ନେଇ ଆସିକା ଏସ୍ଡିପିଓ ଉମା ଶଙ୍କର ସିଂ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ପୂର୍ବରୁ ସେମାନଙ୍କ ନାଁ ରେ ଏକାଧିକ ଅପରାଧୀକ ମାମଲା ଥିବା ପୋଲିସ କହିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!