Saturday, May 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨୮ ତାରିଖରେ ପୋଲାଭରମ ନେଇ ବୈଠକ କରିବେ ମୋଦୀ

by ସଞ୍ଜୟ ସ୍ୱାଇଁ
May 19, 2025
in State
୨୮ ତାରିଖରେ ପୋଲାଭରମ ନେଇ ବୈଠକ କରିବେ ମୋଦୀ
28
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ବାହାରିବ କି ପୋଲାଭରମ ବିବାଦର ସମାଧାନ । ଏନେଇ ଆସନ୍ତା ୨୮ ତାରିଖରେ ଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ପ୍ରଥମ ବୈଠକ ବସିବ । ଏଥିରେ ୪ ରାଜ୍ୟ ଓଡି଼ଶା, ଆନ୍ଧ୍ର, ଛତିଶଗଡ଼ ଓ ତେଲେଙ୍ଗାନାର ମୁଖ୍ୟମନ୍ତ୍ରୀମାନେ ଯୋଗଦେବେ । ମୁଖ୍ୟମନ୍ତ୍ରୀଙ୍କ ସହ ସଂପୃକ୍ତ ରାଜ୍ୟର ଜଳସମ୍ପଦ ମନ୍ତ୍ରୀମାନେ ମଧ୍ୟ ବୈଠକରେ ଉପସ୍ଥିତ ରହିବେ । ସେହିପରି କେନ୍ଦ୍ର ଜଳସଂପଦ ମନ୍ତ୍ରୀ ଓ ଅଧିକାରୀମାନେ ଯୋଗଦେବେ । ପୋଲାଭରମ ପ୍ରକଳ୍ପକୁ ନେଇ ଓଡ଼ିଶା ପ୍ରତିବାଦ କରିଆସୁଛି । ପ୍ରକଳ୍ପ କାମ ଏବେ ସରିବାକୁ ବସିଲାଣି । ପ୍ରକଳ୍ପ ସଂପୂର୍ଣ୍ଣ ହୋଇଗଲେ ମାଲକାନଗିରିର ମୋଟୁ ଅଞ୍ଚଳ ବିଶେଷଭାବେ ପ୍ରଭାବିତ ହେବ । ଓଡ଼ିଶାର ୭୦ ପ୍ରତିଶତ ଆଦିବାସୀ ପ୍ରଭାବିତ ହେବେ । ପୋଲାଭରମ ଯୋଗୁଁ ଓଡିଶାର ଯେପରି କିଛି କ୍ଷତି ନହେବ ସେନେଇ ବିରୋଧୀ ବିଜେଡି ଓ କଂଗ୍ରେସ ସ୍ବର ଉଠାଇ ଆସିଛନ୍ତି । ସ୍ବତନ୍ତ୍ର ଟିମ ଗଠନ କରି ଦଳ କ୍ଷତିଗ୍ରସ୍ତ ଅଂଚଳ ବୁଲି ଦେଖିଛନ୍ତି । ୨୦୨୭ ଶେଷ ସୁଦ୍ଧା ଏହା କାର୍ଯ୍ୟକ୍ଷମ ହେବ ବୋଲି ଡେଡଲାଇନ ଅଛି ।

ଦୋକାନରେ ଅଗ୍ନିକାଣ୍ଡ: ଦେହରେ ନିଆଁ ଲାଗି ବୟସ୍କ ସ୍ୱାମୀ ସ୍ତ୍ରୀ ଗୁରୁତର

ଦୋକାନରେ ଅଗ୍ନିକାଣ୍ଡ: ଦେହରେ ନିଆଁ ଲାଗି ବୟସ୍କ ସ୍ୱାମୀ ସ୍ତ୍ରୀ ଗୁରୁତର

May 1, 2026
ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬: ଶ୍ରମିକ ମାନଙ୍କୁ ବିଭିନ୍ନ ସହାୟତା ବଣ୍ଟନ

ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬: ଶ୍ରମିକ ମାନଙ୍କୁ ବିଭିନ୍ନ ସହାୟତା ବଣ୍ଟନ

May 1, 2026
ପ୍ରଧାନ ଶିକ୍ଷକ ଓ ସହକାରୀ ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

ପ୍ରଧାନ ଶିକ୍ଷକ ଓ ସହକାରୀ ଶିକ୍ଷକଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା

May 1, 2026
ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

April 29, 2026
ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

April 29, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!