Monday, August 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କରୋନା ଟିକାର ପ୍ରଥମ ଡୋଜ ନେ‌ଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମା’

by ସଞ୍ଜୟ ସ୍ୱାଇଁ
March 11, 2021
in Feature News
କରୋନା ଟିକାର ପ୍ରଥମ ଡୋଜ ନେ‌ଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମା’
198
VIEWS
Share on FacebookShare on Twitter

ନୂଆଦିଲ୍ଲୀ,(ବାଘୁଆବାର୍ତ୍ତା): ଆଜି କରୋନା ଟିକାର ପ୍ରଥମ ଡୋଜ ନେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମା’ ହୀରାବେନ। ଏହି ଖବର ବିଷୟରେ ପ୍ରଧାନମନ୍ତ୍ରୀ ଟୁଇଟ କରି ସୂଚନା ଦେବା ସହ ଲୋକଙ୍କୁ ଟିକା ନେବା ପାଇଁ କହିଛନ୍ତି। ଟୁଇଟରେ, ସେୟାର କରି ଖୁସି ଯେ ମୋ ମା’ ଆଜି କୋଭିଡ-୧୯ ଟିକା ଗ୍ରହଣ କରିଛନ୍ତି। ମୁଁ ସମସ୍ତଙ୍କୁ ଅନୁରୋଧ କରୁଛି ଯେ, ତୁମ ଆଖପାଖରେ ଯେଉଁମାନେ ଟିକା ନେବାକୁ ଯୋଗ୍ୟ ଅଟନ୍ତି ସେମାନଙ୍କୁ ସାହାଯ୍ୟ କରନ୍ତୁ ଏବଂ ଟିକା ନେବାକୁ ଉତ୍ସାହିତ କରନ୍ତୁ ବୋଲି ଲେଖିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!