Thursday, June 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବଙ୍ଗଳାର ମିଠା ଦହି ଏତେ ମଧୁର, ଆପଣ ଏତେ ପିତା କାହିଁକି, ଦିଦି? ମମତା ବାନାର୍ଜୀଙ୍କୁ ପ୍ରଶ୍ନ କଲେ ପ୍ରଧାନମନ୍ତ୍ରୀ ମୋଦୀ

by ସଞ୍ଜୟ ସ୍ୱାଇଁ
April 3, 2021
in Feature News
ବଙ୍ଗଳାର ମିଠା ଦହି ଏତେ ମଧୁର, ଆପଣ ଏତେ ପିତା କାହିଁକି, ଦିଦି? ମମତା ବାନାର୍ଜୀଙ୍କୁ ପ୍ରଶ୍ନ କଲେ ପ୍ରଧାନମନ୍ତ୍ରୀ ମୋଦୀ
205
VIEWS
Share on FacebookShare on Twitter

କୋଲକାତା,(ବାଘୁଆବାର୍ତ୍ତା):  ପଶ୍ଚିମବଙ୍ଗରେ ଏବେ ବିଧାନସଭା ନିର୍ବାଚନ ଚାଲିଥିବା ବେ‌ଳେ ବିଜେପି ଏବଂ ତୃଣମୂଳ କଂଗ୍ରେସ ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳିଛି। ଦୁଇଟି ପର୍ଯ୍ୟାୟ ମତଦାନ ଶେଷ ହୋଇଥିବା ବେଳେ ଆଗାମୀ ପର୍ଯ୍ୟାୟ ପାଇଁ ପ୍ରଚାର ଜୋରଦାର କରିଛନ୍ତି ଏହି ଦୁଇଟି ଦଳ। ଆଜି ହୁଗୁଳିରେ ନିର୍ବାଚନ ପ୍ରଚାର ସମୟରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଟାର୍ଗେଟ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଆଜି ହୁଗୁଳିରେ ନିର୍ବାଚନ ରାଲି କରି ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ବଙ୍ଗଳାରେ ଏକ ନିର୍ଦ୍ଦିଷ୍ଟ ମଧୁରତା ଅଛି। ଏହାର ଭାଷା, ଏହାର ଲୋକ ଏବଂ ବଙ୍ଗଳାର ମିଠା ଦହି ଏତେ ମଧୁର, ଆପଣ ଏତେ ପିତା କାହିଁକି, ଦିଦି? ବୋଲି ପ୍ରଶ୍ନ କରିଛନ୍ତି ପ୍ରଧାନମନ୍ତ୍ରୀ। ଏହା ସହ ମମତା ବାନାର୍ଜୀ ବିଜେପିକୁ ଆକ୍ଷେପ କରି ଦେଇଥିବା ମନ୍ତବ୍ୟକୁ ସମାଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!