Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କାରରୁ ୫୫ ଲକ୍ଷ ୨୦ ହଜାର ଟଙ୍କା ମିଳିବା ଘଟଣା, ଆୟକର ବିଭାଗର ଛାନଭିନ୍

by ସଞ୍ଜୟ ସ୍ୱାଇଁ
April 8, 2024
in Crime, State
କାରରୁ ୫୫ ଲକ୍ଷ ୨୦ ହଜାର ଟଙ୍କା ମିଳିବା ଘଟଣା, ଆୟକର ବିଭାଗର ଛାନଭିନ୍
36
VIEWS
Share on FacebookShare on Twitter

ବିନିକା, (ବାଘୁଆବାର୍ତ୍ତା): ବିନିକା ପୋଲିସ ହାତରେ ଲାଗିଥିବା ୫୫ ଲକ୍ଷ ୨୦ ହଜାର ଟଙ୍କାକୁ ନେଇ ଛାନବିନ୍ ଆରମ୍ଭ କରିଛି ଆୟକର ବିଭାଗ। ଦୁଇଦିନ ତଳେ ବିନିକା ପୋଲିସ କଲେଜ ଛକରେ ଚେକିଂ କରୁଥିବା ସମୟରେ ଏକ ଇନୋଭା କାରରୁ ୫୫ଲକ୍ଷ ୨୦ ହଜାର ଟଙ୍କା ଜବତ କରିଥିଲା। ଏତେ ଟଙ୍କା କିଏ, କେଉଁଠୁ ଆଣିଲା ତା’ର ତଦନ୍ତ କରିବା ସହ ଆୟକର ବିଭାଗକୁ ମଧ୍ୟ ଖବର ଦେଇଥିଲା ବିନିକା ପୋଲିସ। ଆଜି ସମ୍ବଲପୁର ଆୟକର ବିଭାଗର ଏକ ଟିମ୍ ବିନିକା ଥାନାକୁ ଆସି ବିଭିନ୍ନ ଦିଗକୁ ନେଇ ତଦନ୍ତ ଆରମ୍ଭ କରିଛନ୍ତି। କାରରେ ଥିବା ଲୋକଙ୍କୁ ପଚରାଉଚରା କରାଯାଉଛି। ତେବେ ଏନେଇ ଆୟକର ବିଭାଗ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳି ନାହିଁ। ଯଦିଓ କାରରେ ଥିବା ଆନ୍ଧ୍ରପ୍ରଦେଶର ଲୋକ କହିଛନ୍ତି ଯେ ଏହା ଜମି ବିକ୍ରି ଟଙ୍କା ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!