Thursday, April 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମାଙ୍କଡ଼ ଆକ୍ରମଣରେ ୧୨ ଜଣ ଆହତ

by ସଞ୍ଜୟ ସ୍ୱାଇଁ
May 21, 2022
in State
ମାଙ୍କଡ଼ ଆକ୍ରମଣରେ ୧୨ ଜଣ ଆହତ
45
VIEWS
Share on FacebookShare on Twitter

ପାରାଦୀପ, (ବାଘୁଆବାର୍ତ୍ତା): ଜଗତସିଂହପୁର ଜିଲ୍ଲାରେ ମାଙ୍କଡ଼ ଆତଙ୍କ। ଗତ ୩ ଦିନ ମଧ୍ୟରେ କୁଜଙ୍ଗ ବ୍ଲକ୍ ମଙ୍ଗରାଜପୁର ପଞ୍ଚାୟତ ଅଞ୍ଚଳରେ ମାଙ୍କଡ଼ ଆକ୍ରମଣରେ ୧୨ ଜଣ ଆହତ ହୋଇଛନ୍ତି। ଆହତମାନଙ୍କ ମଧ୍ୟରେ ୩ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଗୁରତରଙ୍କୁ ଜଗତସିଂହପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ଆହତଙ୍କୁ କୁଜଙ୍ଗ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରେ ଜଣେ ଶିଶୁ ଜଣାଯାଇଛି। ଆଜି ସକାଳେ ସନ୍ତରା ଗାଁର ୨ଜଣ ମହିଳା ଓ ଗୋଟିଏ ବାଛୁରୀକୁ ମାଙ୍କଡ଼ କାମୁଡି କ୍ଷତାକ୍ତ କରିଛି। ଗତକାଲିଠାରୁ ବନକର୍ମଚାରୀ ଗାଁରେ ପହଞ୍ଚି କଦଳୀରେ ନିଶା ବଟିକା ଦେଇ ମାଙ୍କଡପଲଙ୍କୁ ଧରିବାକୁ ଉଦ୍ୟମ ଆରମ୍ଭ କରିଛନ୍ତି। ଏକ ମାଙ୍କଡ ପଲ ଲୋକମାନଙ୍କୁ ଗୋଡ଼େଇ ଗୋଡ଼େଇ କାମୁଡ଼ୁଥିବା ସ୍ଥାନୀୟ ଲୋକେ କହିଛନ୍ତି। ମାଙ୍କଡପଲକୁ କାବୁ କରିବା ପାଇଁ ଭୁବେଶ୍ୱରରୁ ଟ୍ରାଙ୍କୁଲାଇଜ ଟିମ୍‌ ପହଞ୍ଚି ଥିବା ଜଣାଯାଇଛି।

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

April 14, 2026
ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

April 14, 2026
ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

April 14, 2026
ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

April 14, 2026
ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

April 14, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!