Thursday, May 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମା’ପରି କିଏ ହେବ: ଝିଅକୁ ବଞ୍ଚାଇବାକୁ ଯାଇ ନିଜ ଜୀବନକୁ ବାଜି ଲଗାଇଲା ମା

by ସଞ୍ଜୟ ସ୍ୱାଇଁ
July 16, 2021
in Feature News, State
ମା’ପରି କିଏ ହେବ: ଝିଅକୁ ବଞ୍ଚାଇବାକୁ ଯାଇ ନିଜ ଜୀବନକୁ ବାଜି ଲଗାଇଲା ମା
148
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଭାଲୁ ମୁହଁରୁ ଝିଅକୁ ବଞ୍ଚାଇବାକୁ ଯାଇ ନିଜ ଜୀବନକୁ ବାଜି ଲଗାଇଲା ମା । ଏଭଳି ଘଟଣା ଘଟିଛି ଖଇରପୁଟ ବ୍ଲକ୍ ବଣ୍ଡାଇଘାଟି ଅଞ୍ଚଳରେ । ସୂଚନାନୁସାରେ, ବଣ୍ଡାଘାଟିର କିରସାନିପଡ଼ା ଗାଁର ସମାରି ଶିଶା ଏବଂ ଝିଅ ଜଙ୍ଗଲକୁ କୌଣସି କାର୍ଯ୍ୟରେ ଯାଇଥିଲେ । ଯିବ ସମୟରେ ହଠାତ୍ ଏକ ଭାଲୁ ମା’ ଏବଂ ଝିଅକୁ ଆକ୍ରମଣ କରିଥିଲା । ଭାଲୁଟି ଯେତେ ବେଳେ ଝିଅକୁ ଆକ୍ରମଣ କରୁଥିଲା ସେହି ସମୟରେ ମା’ ତେବେ ଝିଅକୁ ଭାଲୁ ଆକ୍ରମଣ କରୁଥିବାବେଳେ ମା’ ଭାଲୁ ସହ ଲଢେଇ କରିଥିଲା। ଭାଲୁ ଝିଅକୁ ଛାଡି ମା’କୁ ଆକ୍ରମଣ କରିଥିଲା। ଦୀର୍ଘ ସମୟ ଧରି ଭାଲୁ ସହ ମା ସମାରୀ ଲଢେଇ କରିବା ପରେ ଭାଲୁ ଜଙ୍ଗଲ ଭିତରକୁ ଚାଲିଯାଇଥିଲା। ଭାଲୁ ଆକ୍ରମଣରେ ମା’ ଓ ଝିଅ ଗୁରୁତର ହୋଇଥିଲେ। ତୁରନ୍ତ ସ୍ଥାନୀୟ ଲୋକେ ମା’ ଓ ଝିଅଙ୍କୁ ପ୍ରଥମେ ଖଇରପୁଟ ମେଡିକାଲରେ ଭର୍ତ୍ତି କରିଥିଲେ। ଏହାପରେ ଡାକ୍ତରଙ୍କ ପରାମର୍ଶରେ ମାଲକାନଗିରି ମେଡିକାଲକୁ ଅଣାଯାଇଥିଲା। ଏମାନେ ଗରିବ ହୋଇଥିବାରୁ ସରକାରଙ୍କ ତରଫରୁ ସହାୟତା ପାଇଁ ସ୍ଥାନୀୟ ବାସିନ୍ଦା ଦାବି କରିଛନ୍ତି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!