Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମାକୁ ଜଙ୍ଗଲରେ ଛାଡିଦେଲା ଜନ୍ମ କଲା ପୁଅ

by ସଞ୍ଜୟ ସ୍ୱାଇଁ
May 2, 2025
in State
ମାକୁ ଜଙ୍ଗଲରେ ଛାଡିଦେଲା ଜନ୍ମ କଲା ପୁଅ
56
VIEWS
Share on FacebookShare on Twitter

ଅନୁଗୁଳ, (ବାଘୁଆବାର୍ତ୍ତା): ବୃଦ୍ଧା ମାଆକୁ ଜଙ୍ଗଲରେ ଛାଡିଦେଲା ଜନ୍ମ କଲା । ତିନି ଦିନ ଧରି ଅଖିଆ ଅପିଆ ଅବସ୍ଥାରେ ଜଙ୍ଗଲରେ ପଡ଼ି ରହିବା ପରେ ସ୍ଥାନୀୟ ଲୋକେ ବୃଦ୍ଧାଙ୍କୁ ଉଦ୍ଧାର କରିଛନ୍ତି। ଏହି ଅଭାବନୀୟ ଘଟଣା ଘଟିଛି ଅନୁଗୋଳ ଜିଲ୍ଲା କଣିହାଁରେ। ଏନଟିପିସି ଥାନା ଟୋଲୋକ ବଡ଼ା ବିଷ୍ଣୁ ମନ୍ଦିର ନିକଟ ଜଙ୍ଗଲରୁ ବୃଦ୍ଧାଙ୍କୁ ଉଦ୍ଧାର କରାଯାଇଛି। ସୂଚନା ଅନୁଯାୟୀ, କିଆଝାର ଗ୍ରାମର ବୃଦ୍ଧା ବୈଦେହୀ ନାଏକ କିଛି ଦିନ ହେବ ଅସୁସ୍ଥ ଥିଲେ। ପୁଅ ଟିକନ୍ ନାଏକ ତାଙ୍କର ଚିକିତ୍ସା କରିବା ବଦଳରେ ଘରୁ ୭ କିଲୋମିଟର ଦୂରରେ ଥିବା ଘଞ୍ଚ ଜଙ୍ଗଲରେ ଛାଡ଼ି ପଳାଇଥିବା ବୃଦ୍ଧା ଜଣକ କହିଛନ୍ତି। ଟୋଲକ ବେଡ଼ା ଗାଁର କିଛି ମହିଳା ଜଙ୍ଗଲକୁ କାଠ ସଂଗ୍ରହ କରିବାକୁ ଯାଇଥିବା ବେଳେ ସେହି ବୃଦ୍ଧାଙ୍କୁ ଦେଖିଥିଲେ। ଏହା ପରେ ସେମାନେ ତାଙ୍କୁ ଉଦ୍ଧାର କରି ଗାଁକୁ ଆଣିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!