Friday, August 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

‘ମୋ ସ୍କୁଲ’ ମୋଟିଭେଟର୍ କର୍ମଶାଳା

by ସଞ୍ଜୟ ସ୍ୱାଇଁ
March 18, 2021
in Feature News
‘ମୋ ସ୍କୁଲ’ ମୋଟିଭେଟର୍ କର୍ମଶାଳା
224
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ୱାନ କ୍ରମେ ନୟାଗଡ଼ ନିର୍ବାଚନ ମଣ୍ଡଳୀରେ ମୋ ସ୍କୁଲ ଅଭିଯାନକୁ ଆଗେଇ ନେବାକୁ ପଦକ୍ଷେପ ନିଆଯାଇଛି । କିଛିଦିନ ତଳେ ନୟାଗଡ଼ ବିଧାୟକ ତଥା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ନୟାଗଡ଼ ଓ ଓଡ଼ଗାଁ ବ୍ଲକ ସ୍ତରୀୟ ଆଲୋଚନା କରିଥିଲେ । ଆଜି ନୟାଗଡ଼ ବ୍ଲକର ବିଭିନ୍ନ ବିଦ୍ୟାଳୟ ପାଇଁ ଚୟନ କରାଯାଇଥିବା ମୋଟିଭେଟର ମାନଙ୍କୁ ନେଇ ଏକ କର୍ମଶାଳା ଆୟୋଜିତ ହୋଇଯାଇଛି । ପ୍ରକଳ୍ପ ନିର୍ଦ୍ଦେଶକ ସୁବାସ ଚନ୍ଦ୍ର ରାୟଙ୍କ ଅଧ୍ୟକ୍ଷତାରେ ଡିଆର୍ଡିଏ ସଭା ଗୃହରେ ଆୟୋଜିତ ଏହି କର୍ମଶାଳାରେ ଜିଲ୍ଲା ଶିକ୍ଷା ଅଧିକାରୀ ଅକ୍ରୁର ବାରିକ, ମୋ ସ୍କୁଲ କନ୍ଭେନର୍ ପ୍ରମୋଦ ପଟ୍ଟନାୟକ, ସଂଯୋଜକ ଅରୁଣ କୁମାର ମହାନ୍ତି, ବିଇଓ ନୀଳାମ୍ବର ତ୍ରିପାଠୀ ପ୍ରମୂଖ ଯୋଗ ଦେଇ ମୋ ସ୍କୁଲ ଅଭିଯାନ ସଂମ୍ପର୍କରେ ଆଲୋଚନା କରିଥିଲେ । ଏହି ଅବସରରେ ମୋଟିଭେଟର୍ ମାନେ ବିଦ୍ୟାଳୟକୁ ଯାଇ ଶିକ୍ଷକ ଶିକ୍ଷୟତ୍ରୀ, ଅଭିଭାବକ, ପୁରାତନ ଛାତ୍ରଛାତ୍ରୀ ଏବଂ ବିଦ୍ୟାଳୟ ପାଇଁ ଉତ୍ସାହୀ ତଥା ଆଗ୍ରହୀ ବ୍ୟକ୍ତିଙ୍କୁ ମୋ ସ୍କୁଲ ସଂମ୍ପର୍କରେ ସଚେତନ କରିବାକୁ ପରାମର୍ଶ ଦିଆଯାଇଛି । ଏହି କାର୍ଯ୍ୟକ୍ରମରେ ୪୫ରୁ ଉଦ୍ଧ୍ୱର୍ ମୋଟିଭେଟର ଅଂଶ ଗ୍ରହଣ କରିଥିବା ବେଳେ ଖୁବଶୀଘ୍ର ସେମାନଙ୍କୁ ଦାୟିତ୍ୱ ନେବାକୁ ଥିବା ବିଦ୍ୟାଳୟର ନାମ ଜଣାଇ ଦିଆଯିବ ବୋଲି ସୂଚନା ମିଳିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!