Thursday, July 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅବସର ଗ୍ରହଣ କଲେ ମିଷ୍ଟର କାଳିଆ

by ସଞ୍ଜୟ ସ୍ୱାଇଁ
May 31, 2021
in Nayagarh, State
ଅବସର ଗ୍ରହଣ କଲେ ମିଷ୍ଟର କାଳିଆ
965
VIEWS
Share on FacebookShare on Twitter

ନୟାଗଡ଼ (ବାଘୁଆବାର୍ତ୍ତା): ନୟାଗଡ଼ ମ୍ୟୁନିସପାଲଟି କାର୍ଯ୍ୟାଳୟର ଗରିଷ୍ଠ କର୍ମଚାରୀ, ସ୍ୱଚ୍ଛ ଭାରତ ମିଶନ ଯୋଜନାର ନୋଡାଲ ଅଫିସର ଶ୍ରୀ ଲକ୍ଷ୍ମୀଧର ମହାପାତ୍ର ଓରଫ କାଳିଆ ସାର ଆଜି ସରକାରୀ ଚାକିରୀରୁ ଅବସର ଗ୍ରହଣ କରିଛନ୍ତି । ଏ ଅବସରରେ ସମ୍ମିଳନୀ କକ୍ଷଠାରେ କାର୍ଯ୍ୟନୀର୍ବାହୀ ଅଧିକାରୀ ସନ୍ତୋଷ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା । ପୌରଯନ୍ତ୍ରୀ ବାଇଧର ରାଉତ, ରାଜସ୍ୱ ସୁପରଫାଇଜର କୈଳାସ ଚନ୍ଦ୍ର ଜେନା, ହଜରତ ଅଲ୍ଲୀ ଖାଁ ପ୍ରମୁଖ ବକ୍ତବ୍ୟ ରଖି କାଳିଆ ସାରଙ୍କ ଜୀବନୀ, ଦକ୍ଷତା ଓ ତାଙ୍କର କଳା ପ୍ରତି ଆଲୋକପାତ କରିଥିଲେ । ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ । ତାଙ୍କୁ ମାନପତ୍ର, ଉତ୍ତରୀୟ ଓ ଉପଢୌକନ ପ୍ରଦାନ କରାଯାଇ ସମ୍ବର୍ଦ୍ଧନା ଦିଆଯାଇଥିଲା ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!