Tuesday, June 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗୋପାଳକ ଚାଷି ମହେନ୍ଦ୍ର ସିଂ ଧୋନୀ

by ସଞ୍ଜୟ ସ୍ୱାଇଁ
March 7, 2021
in Lifestyle, NATIONAL NEWS
ଗୋପାଳକ ଚାଷି ମହେନ୍ଦ୍ର ସିଂ ଧୋନୀ
225
VIEWS
Share on FacebookShare on Twitter

ଝାଡ଼ଖଣ୍ଡ,(ବାଘୁଆବାର୍ତ୍ତା): ଭାରତ ପୂର୍ବତନ କ୍ୟାପଟେନ ମହେନ୍ଦ୍ର ସିଂ ଧୋନୀ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ପରେ ଚାଷବାସରେ ମନ ନିବେଶ କରିଛନ୍ତି । ଯାହାଫଳରେ ଗୋପାଳନ ଓ ପନି ପରିବା ଚାଷକରି ପୂର୍ବ ଭାରତର ସର୍ବଶ୍ରେଷ୍ଠ ଗୋପାଳକ ଭାବେ ସମ୍ମାନିତ ହୋଇଛନ୍ତି ଧୋନୀ । ସୂଚନାନୁସାରେ, ଭାରତର ପୂର୍ବତନ କ୍ୟାପଟେନ ମହେନ୍ଦ୍ର ସିଂ ଧୋନୀ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ପରେ ୧୦ଏକ ଜମିରେ ପନି ପରିବା ଚାଷ କରିବା ସହିତ ୭୩ଟି ଗାଇ ରଖି ପାଳନ କରୁଥିଲେ । ଯେତେ ବେଳେ ସହରରେ ଥାଆନ୍ତି ସେତେବେଳେ ଦିନରେ ଥରେ ଆସିଥାନ୍ତି ଏବଂ ଗାଇଗୋରୁଙ୍କ ସେବା କରିଥାନ୍ତି । ତେଣୁ ଧୋନୀଙ୍କ ଅନୁପସ୍ଥିତିରେ ତାଙ୍କ କର୍ମଚାରୀ କୁନାଲ ଗୌରବ ଝାଡ଼ଖଣ୍ଡ ବିଧାନସଭା ବାଚସ୍ପତି ରବିନ୍ଦ୍ରନାଥ ମହତୋଙ୍କ ହାତରୁ ଭାରତର ସର୍ବଶ୍ରେଷ୍ଠ ଗୋପାଳକ ପୁରଷ୍କାର ଗ୍ରହଣ କରିଛନ୍ତି ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!