Monday, September 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କାଜୁ ଜଙ୍ଗଲରେ ଦୁଇଜଣଙ୍କୁ ହତ୍ୟା

by ସଞ୍ଜୟ ସ୍ୱାଇଁ
April 23, 2021
in Breaking, State
କାଜୁ ଜଙ୍ଗଲରେ ଦୁଇଜଣଙ୍କୁ ହତ୍ୟା

shadow hand holds knife in darkness in red spot light with glows and lens flare

510
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): କାଜୁ ଜଙ୍ଗଲରେ ହତ୍ୟା । ଏକାଥରକେ ସ୍ୱାମୀ ସ୍ତ୍ରୀ ଦୁଇ ଜଣଙ୍କୁ ହତ୍ୟା କରି ଫିଙ୍ଗି ଦେଇଛନ୍ତି ଦୁବୃତ୍ତ । ଏଭଳି ଅଭାବନୀୟ ଘଟଣା ଘଟିଛି ଜଗନ୍ନାଥପ୍ରସାଦ ଅଞ୍ଚଳରେ । ସୂଚନାନୁସାରେ, ଭଞ୍ଜନଗର ଜଗନ୍ନାଥ ପ୍ରସାଦ ଥାନା ଅନ୍ତର୍ଗତ ଶିଶୁଣ୍ଡା ଗାଁର କାଜୁ ଜଙ୍ଗଲରେ ଦୁଇଜଣ ବୃଦ୍ଧ ଦମ୍ପତିଙ୍କ ମୃତ ଦେହ ପଡିଥିବାର ସ୍ଥାନୀୟ ଲୋକ ଦେଖି ପୁଲିସକୁ ଖବର ଦେଇଥିଲେ । ଜଗନ୍ନାଥ ପ୍ରସାଦ ପୁଲିସ ଖବର ଘଟଣାସ୍ଥଳରେ ପହଞ୍ôଚ ବୃଦ୍ଧା ଦମ୍ପତିଙ୍କ ମୃତ ଶରୀର ଜବତ କରି ପ୍ରାଥମିକ ତଦନ୍ତ ଆରମ୍ଭ କରିିିଛି । ଉକ୍ତ ତ୍ତିକୁ କିଏ ବା କାହିଁକି ମାରିଲା ତାହା ପୁଲିସ ସନ୍ଧାନ ଜାରି ରକିଥିବା ସୂଚନା ମିଳିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!