Wednesday, May 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସମ୍ବର୍ଦ୍ଧିତ ହେଲେ ୧୩୦ ସଫେଇ କର୍ମଚାରୀ

by ସଞ୍ଜୟ ସ୍ୱାଇଁ
October 3, 2021
in Feature News
ସମ୍ବର୍ଦ୍ଧିତ ହେଲେ ୧୩୦ ସଫେଇ କର୍ମଚାରୀ
441
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ସ୍ୱଚ୍ଛ ଭାରତ ମିଶନ ଯୋଜନାର ୨ୟ ପର୍ଯ୍ୟାୟ ଅଭିଯାନ ନୟାଗଡ଼ ପୌରପରିଷଦ ପକ୍ଷରୁ ଆଜି ଆରମ୍ଭ କରାଯାଇଛି । ସହରକୁ ଅଳିଆ ମୁକ୍ତ କରିବା ବଡ଼ ଲକ୍ଷ୍ୟ ରଖାଯାଇଛି । କାର୍ଯ୍ୟାଳୟ ପରିସରରେ ଆୟୋଜିତ ସମ୍ବର୍ଦ୍ଧନା ପର୍ବରେ ୧୩୦ ଜଣ ସଫେଇ କର୍ମଚାରୀଙ୍କୁ ସମ୍ବର୍ଦ୍ଧିତ କରାଯାଇ ମାନପତ୍ର ପ୍ରଦାନ କରାଯାଇଛି । ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ଜେନାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟାଜିତ ଉତ୍ସବରେ କନିଷ୍ଠଯ ନ୍ତ୍ରୀ ବିଷ୍ଣୁ ପ୍ରସାଦ, ରାଜସ୍ୱ ସୁପରଭାଇଜର କୈଳାସ ଚନ୍ଦ୍ର ଜେନା, ପରିମଳ ବିଶେଷଜ୍ଞ ବିବେକାନନ୍ଦ ପ୍ରଧାନ, ‘ମୁକ୍ତ’ ସଂଯୋଜକ ଶିରୋମଣୀ ଧିରେନ୍ଦ୍ର କୁମାର ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ । ନିୟମିତ ଉଲ୍ଲେଖନୀୟ ନିଜ ନିଜ ଦାୟିତ୍ୱ ତୁଲାଉଥିବାରୁ ୧୩୦ ସଫେଇ କର୍ମଚାରୀଙ୍କୁ ନିର୍ବାହୀ ଅଧିକାରୀ ସମ୍ବର୍ଦ୍ଧିତ କରିଥିଳେ । ସୂଚନାଯୋଗ୍ୟ ୨୦୧୬ରେ ଆରମ୍ଭ ହୋଇଥିବା ସ୍ୱଚ୍ଛ ଭାରତ ମିଶନର ପ୍ରଥମ ପର୍ଯ୍ୟାୟ କାର୍ଯ୍ୟକ୍ରମରେ ନୟାଗଡ଼ ସହର ବାହ୍ୟମଳ ମୁକ୍ତ ସହର ଭାବେ ୨୦୧୮ରେ ଘୋଷଣା ହୋଇଥିଲା ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!