Friday, September 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସ୍ତ୍ରୀର ତଣ୍ଟି ଚିପି ହତ୍ୟା କଲା ସ୍ୱାମୀ

by ସଞ୍ଜୟ ସ୍ୱାଇଁ
June 15, 2021
in Crime, State
ସ୍ତ୍ରୀର ତଣ୍ଟି ଚିପି ହତ୍ୟା କଲା ସ୍ୱାମୀ
117
VIEWS
Share on FacebookShare on Twitter

କଣ୍ଟାବାଞ୍ଜି, (ବାଘୁଆବାର୍ତ୍ତା): ସ୍ତ୍ରୀର ତଣ୍ଟି ଚିପି ହତ୍ୟା କଲା ସୈତାନ ସ୍ଵାମୀ। ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ଥାନା ଧାମନଡଙ୍ଗା ଗାଁରେ ଏଭଳି ନିର୍ମମ ହତ୍ୟାକାଣ୍ଡ ଘଟିଛି। ଅଭି୍ୁକ୍ତ ସ୍ଵାମୀକୁ ଅଟକ ରଖି ତଦନ୍ତ କରୁଛି କଣ୍ଟାବାଞ୍ଜି ପୋଲିସ। କଣ୍ଟାବାଞ୍ଜି ଥାନା ଧାମନଡଙ୍ଗା ଗାଁର ଜୟରାମ ମାଝୀ ଓ ତାଙ୍କ ସ୍ତ୍ରୀ ଉର୍ମିଳା ମାଝୀଙ୍କ ମଧ୍ୟରେ ଝଗଡା ଲାଗି ରହୁଥିଲା। ଗତ କିଛି ଦିନ ହେବ ଉର୍ମିଳା ନିଜ ସ୍ୱାମୀଙ୍କ ନିର୍ୟାତନା ସହିନପାରି ନିଜ ପରିବାର ଲୋକଙ୍କୁ ଜଣାଇଥିଲା । ଉର୍ମିଳାଙ୍କ ପରିବାର ଲୋକ ଏବଂ ଜୟରାମଙ୍କ ପରିବାର ଗାଁରେ ଏକ ବୈଠକ କରି ଝଗଡାର ସମଧାନ କରିଥିଲେ । ହେଲେ ଏହି ଝଗଡା ସମଧାନ ନହେବା ଯୋଗୁ ଥାନାରେ ଅଭିଯୋଗ କରିଥିଲେ ଉର୍ମିଳା । ତେବେ ଗତ ବିଳମ୍ବିତ ରାତି ପୁଣି ସ୍ୱାମୀ ସ୍ତ୍ରୀଙ୍କ ମଧ୍ୟରେ କୌଣସି କଥାକୁ ନେଇ ଝଗଡା ହୋଇଥିବା ବେଳେ ଏହି ଝଗଡା ଉଗ୍ର ରୁପ ନେଇଥିଲା । ଜୟରାମ ଉର୍ମିଳାଙ୍କୁ ତଣ୍ଟି ଚିପି ହତ୍ୟା କରିଥିବା ପାରିପାର୍ଶ୍ବିକ ସ୍ଥିତିରୁ ଜଣାଯାଇଛି । କଣ୍ଟାବାଞ୍ଜି ପୋଲିସ ଘଟଣାସ୍ଥଳରେ ପହଁଚି ଶବ ଜବତ କରିବା ସହ ହତ୍ୟାକାରୀ ଜୟରାମ ମାଝୀଙ୍କୁ ଥାନାରେ ରଖି ଅଧିକ ତଦନ୍ତ ଆରମ୍ଭ କରିଦେଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!