Thursday, September 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶିକ୍ଷକଙ୍କୁ ବିଭତ୍ସ ହତ୍ୟା

by ସଞ୍ଜୟ ସ୍ୱାଇଁ
January 16, 2021
in Crime, State
ଭାଟସାହିରେ ଜଣଙ୍କୁ ହତ୍ୟା
362
VIEWS
Share on FacebookShare on Twitter

ସମ୍ବଲପୁର,(ବାଘୁଆବାର୍ତ୍ତା): ସମ୍ବଲପୁର ଜିଲ୍ଲାରେ ଜଣେ ଶିକ୍ଷକଙ୍କୁ ବିଭତ୍ସ ଭାବେ ହତ୍ୟା କରାଯାଇଛି । ଗାଁ ମୁଣ୍ଡ ପୋଖରୀକୁ ଗାଧୋଇବାକୁ ଯାଇଥିବା ବେଳେ ଏଭଳି ଘଟଣା ଘଟିଛି । ଘଟଣାଟି କୁଚିଣ୍ଡା ଥାନା ଅନ୍ତର୍ଗତ ହାଡ଼ିପାଲି ଗାଁ ପୋଖରୀକୁ ଉକ୍ତ ଗାଁର ଶିକ୍ଷକ ଜଣକ ଆଜି ସକାଳୁ ଗାଧୋଇବାକୁ ଯାଇଥିଲେ । ତେବେ ସେଠାରେ ଦୁର୍ବୃତ୍ତମାନେ ଅର୍ତକୀତ ଭାବେ ଶିକ୍ଷକଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ । ରକ୍ତ ଜୁଡୁବୁଡୁ ଅବସ୍ଥାରେ ଗ୍ରାମବାସୀ ସ୍ଥାନୀୟ ମେଡିକାଲ୍‌କୁ ନେଇଥିଲେ । ସେଠାରେ ଶିକ୍ଷକଙ୍କ ଅବସ୍ଥା ସଂକଟାପର୍ଣ୍ଣ ଥିବାରୁ ତାଙ୍କୁ ବୁର୍ଲା ମେଡିକାଲକୁ ସ୍ତାନାନ୍ତରିତ କରିଥିଲେ । ଶିକ୍ଷକଙ୍କ ବୁର୍ଲା ନେବା ବେଳେ ବାଟରେ ତାଙ୍କ ମୃତ୍ୟୁ ହୋଇଥିଲା । ଯାହାକୁ ନେଇ କୁଚିଣ୍ଡା ପୁଲିସ୍ ଶିକ୍ଷକଙ୍କ ମୃତ ଶରୀର ଜବତ କରି ଶବ ବେବଚ୍ଛେଦ କରିବା ପାଇଁ ପଠାଇ ତଦନ୍ତ ଆରମ୍ଭ କରିଥିବା ଜଣାପଡିଛି । ତେବେ କାହିଁକି ଓ କ’ଣ ପାଇଁ ଶିକ୍ଷକଙ୍କୁ ହତ୍ୟା କରାଯାଇଛି, ତା’ର କାରଣ ଜଣାପଡ଼ି ନାହିଁ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!