Friday, August 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସଂଘବଦ୍ଧ ଆକ୍ରମଣରେ ଚାଲିଗଲା ବୃଦ୍ଧଙ୍କ ଜୀବନ

by ସଞ୍ଜୟ ସ୍ୱାଇଁ
September 20, 2021
in Crime, State
58
VIEWS
Share on FacebookShare on Twitter

କଣ୍ଟାବାଞ୍ଜି, (ବାଘୁଆବାର୍ତ୍ତା): ପାରିବାରିକ କଳହର କରୁଣ ପରିଣତି । କଳହ ଉଗ୍ରରୁପ ନେଇଥିଲା । ସେଥିରେ ସଂଘବଦ୍ଧ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ମୁରିବାହାଲ ଥାନା ପତ୍ରାପାଲି (ଖ) ପଞ୍ଚକ୍ଷୟତ ଲିମପଡା ଗାଁରେ । ମୃତ ବୃଦ୍ଧ ଜଣଙ୍କ ହେଲେ ଘାସିରାମ ପରାଭୁଏ । ସୂଚନାନୁସାରେ, ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ରବିବାର ରାତିରେ ଏକ ସାଙ୍ଗରେ ୪ ରୁ ୫ ଜଣ ଆସି ଘାସିରାମଙ୍କୁ ନିସ୍ତୁକ ମାଡ଼ ମାରିଥିଲେ । ମାଡ ମାରିବା ଫଳରେ ଗୁରୁତର ଅବସ୍ଥାରେ ତାଙ୍କୁ ଟିଟିଲାଗଡ ହସ୍ପିଟାଲ ନେବା ବାଟରେ ହିଁ ତାଙ୍କ ଜୀବନ ଚାଲିଯାଇଥିଲା । ପୂର୍ବ ଶତ୍ରୁତାକୁ ହତ୍ୟା କରିଥିବା ମୃତକଙ୍କ ଝିଅ ଅଭିଯୋଗ କରିଛନ୍ତି । ମୁରିବାହାଲ ଥାନାରେ ୬ ଜଣଙ୍କୁ ଅଟକ ରଖି ପଚରାଉଚରା ଜାରି ରଖିଛି ମୁରିବାହାଲ ପୁଲିସ୍ । ଘଟଣାସ୍ଥଳରେ କଣ୍ଟାବାଞ୍ଜି ଏସଡିପିଓ ମୁରିବାହାଲ ଆଇଆଇସି, ପୁଲିସ୍ ଫୋର୍ସ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି । କେଉଁ କାରଣରୁ ଜଣେ ବୃଦ୍ଧଙ୍କୁ ହତ୍ୟା କରାଗଲା ତାହା ଏପର୍ୟ୍ୟନ୍ତ ସ୍ପଷ୍ଟ ଜଣାପଡିନାହିଁ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!