Saturday, August 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରଘୁବାରି ଗ୍ରାମରେ ଘଟିଛି ନୃଶଂସ ହତ୍ୟାକାଣ୍ଡ, ଶୋଇଥିବା ବେଳେ ଗଳାକାଟି ଫେରାର୍

by ସଞ୍ଜୟ ସ୍ୱାଇଁ
September 21, 2021
in Crime, State
ରଘୁବାରି ଗ୍ରାମରେ ଘଟିଛି ନୃଶଂସ ହତ୍ୟାକାଣ୍ଡ, ଶୋଇଥିବା ବେଳେ ଗଳାକାଟି ଫେରାର୍
95
VIEWS
Share on FacebookShare on Twitter

ରାୟଗଡ଼ା, (ବାଘୁଆବାର୍ତ୍ତା): ରାୟଗଡ଼ା ଜିଲ୍ଲା ଅମ୍ବାଦୋଲା ଥାନା ରଘୁବାରି ଗ୍ରାମରେ ଘଟିଛି ନୃଶଂସ ହତ୍ୟାକାଣ୍ଡ। ଉକ୍ତ ଗ୍ରାମର ଜଣେ ଯୁବକକୁ ଆଉଜଣେ ବ୍ୟକ୍ତି ଏକ ଧାରୁଆ ଅସ୍ତ୍ରରେ ଗଳାକାଟି ହତ୍ୟା କରିଛି। ହତ୍ୟାକାଣ୍ଡର ଶିକାର ହୋଇଥିବା ବ୍ୟକ୍ତିଙ୍କ ନା ହେଉଛି ଶିବ ଡଙ୍ଗୀରି। ଶିବ ଆଜି ଅପରାହ୍ନରେ ଖାଇ ସାରିବା ପରେ ନିଜ ଦୋକାନ ପିଣ୍ଡାରେ ଶୋଇ ଥିଲେ। ଏହି ସମୟରେ ପଡୋଶୀ ପତ୍ରାପଡା ଗ୍ରାମର ଜଣେ ବ୍ୟକ୍ତି ଆସି ଏକ ଧାରୁଆ ଅସ୍ତ୍ରରେ ଶିବ ଡଙ୍ଗରିର ବେକ କାଟି ଦେଇଥିଲା। ଫଳରେ ପ୍ରବଳ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଛାଟପଟ ହୋଇ ଶିବର ମୃତ୍ୟୁ ଘଟିଛି। ତେବେ ଏହି ନାରକୀୟ ହତ୍ୟାକାଣ୍ଡ ଘଟାଇବା ପରେ ବ୍ୟକ୍ତି ଜଣକ ଘଟଣା ସ୍ଥଳରୁ ଫେରାର ହୋଇଯାଇଛି। ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ଶିବ ଡଙ୍ଗରିର ପରିବାର ଲୋକେ ଅମ୍ବାଦୋଳା ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ଆଧାରରେ ପୁଲିସ ରଘୁବାରି ଗ୍ରାମକୁ ଯାଇ ତଦନ୍ତ ଆରମ୍ଭ କରିଛି। ତେବେ ହତ୍ୟାକାଣ୍ଡର ପ୍ରକୃତ କାରଣ ସ୍ପଷ୍ଟ ହୋଇନାହିଁ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!