Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୂର୍ବ ଶତୃତାକୁ ନେଇ ହତ୍ୟାକାଣ୍ଡ

by ସଞ୍ଜୟ ସ୍ୱାଇଁ
August 9, 2024
in Crime, State
୩ଶହ କୋଟି ପାଇଁ ଶ୍ୱଶୁର ଉପରେ ସଡ଼ଯନ୍ତ୍ର କରି କାର୍ ଚଢ଼ାଇ ଦେଲା ବୋହୂ
39
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ଘରୁ ଡାକିନେଇ ଜଣେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଏପରି ଘଟଣା ଘଟିଛି ପୁରୀ ଟାଉନ ଥାନା ଅନ୍ତର୍ଗତ ହାଡଗୋଡିଆ ସାହିରେ। ମୃତ ଯୁବକ ଜଣଙ୍କ ହେଲେ ହାତଗୋଡିଆ ସାହିର ଦିନେଶ କୁମାର ଖୁଣ୍ଟିଆ। ଦିନେଶଙ୍କ ସମ୍ପକୀୟଙ୍କ ଅଭିଯୋଗ ଅନୁଯାୟୀ, ଦିନେଶ ଘରେ ଥିଲା ବେଳେ ୫ଜଣ ଯୁବକ ତାଙ୍କୁ ବାହାରକୁ ଆସିବାକୁ କହିଥିଲେ। ପରେ ସମ୍ପୃକ ଯୁବକ ମାନେ ତାଙ୍କୁ ଏକ ଧାରୁଆ ଅସ୍ତ୍ରରେ ଗୋଡ଼ାଇ ଗୋଡ଼ାଇ ହାଣିଥିଲେ। ଦିନେଶ ରାସ୍ତା ଉପରେ ରକ୍ତ ଜୁଡ଼ୁବଡୁ ଅବସ୍ଥାରେ ପଡ଼ିଥିଲେ। ସ୍ଥାନୀୟ ଲୋକେ ଏହା ଦେଖି ପରିବାର ଲୋକଙ୍କୁ ଖବର ଦେଇଥିଲେ। ପରିବାର ଳୋକେ ଦିନେଶଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପୂର୍ବ ଶତ୍ରୁତାକୁ ନେଇ ଏହି ହତ୍ୟାକାଣ୍ଡ ଘଟିଥିବା ଜଣାଯାଇଛି। ପୁଲିସ ଏହି ଘଟଣାରେ ୩ ଜଣଙ୍କୁ ଅଟକ ରଖି ପଚରାଉରା କରୁଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!