Saturday, June 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନବମ ଶ୍ରେଣୀ ଛାତ୍ରକୁ ଛୁରୀ ଭୁଷି ହତ୍ୟା

by Anil Panda
September 27, 2020
in Breaking, Crime, Nayagarh
ଭାଟସାହିରେ ଜଣଙ୍କୁ ହତ୍ୟା
1.6k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନବମ ଶ୍ରେଣୀ ଛାତ୍ରଙ୍କୁ ଛୁରୀ ଭୁଷି ହତ୍ୟା । ନୟାଗଡ ଜିଲ୍ଲା ରଣପୁର ଥାନା ମହତପଲ୍ଲା ଗାଁ ରେ ଘଟିଛି ଏହି ହତ୍ୟାକାଣ୍ଡ । ଗତ କାଲି ବିଳମ୍ବିତ ରାତିରେ ଜଣେ ନବମ ଶ୍ରେଣୀ ଛାତ୍ରକୁ ହତ୍ୟା କରାଯାଇଛି l ହତ୍ୟାର ଶିକାର ହୋଇଥିବା ଛାତ୍ର ଜଣକ ହେଲେ ଜୟନ୍ତୀ ବେହେରାଙ୍କ ୧୪ ବର୍ଷର ପୁଅ ସୁମନ ବେହେରା l ମୃତ ଛାତ୍ରଙ୍କ ପିତା ପ୍ରାୟ ୮ ବର୍ଷ ତଳେ ମୃତ୍ୟୁ ବରଣ କରିଥିଲେ l ମୃତକଙ୍କ ମାଆ ବିଦ୍ୟାଳୟରେ ରୋଷେୟା ଭାବେ କାର୍ଯ୍ୟ କରି ପୁଅର ପାଠ ପଢା ଖର୍ଚ୍ଚ ସହିତ ପରିବାର ଭରଣ ପୋଷଣ କରୁଥିଲେ l ତେବେ ମୃତ ଛାତ୍ର ଜଣଙ୍କୁ ତାଙ୍କର ସମ୍ପର୍କୀୟ ଭାଇ ସମ୍ପତି ପାଇଁ ହତ୍ୟା କରିଥିବ ପ୍ରାଥମିକ ତଦନ୍ତ ରୁ ଜଣା ପଡ଼ିଛି l ମୃତ ଛାତ୍ର ଙ୍କ ପିତା ଙ୍କ ମୃତ୍ୟୁ ପରେ ପରିବାରକୁ ୫ ଲକ୍ଷ ଟଙ୍କାର ସହାୟତା ମିଳିଥିଲା ।ତେବେ ଏହି ଅର୍ଥ ଲୋଭ ରେ ହତ୍ୟାକାଣ୍ଡ ଘଟିଥିବା ନେଇ ପୋଲିସ ଅନୁସନ୍ଧାନ ଚଳାଇଛି । ପୋଲିସ ଲିଖିତ ଅଭିଯୋଗ ପାଇ ଶବକୁ ଜବତ କରିବା ତଦନ୍ତ ଜାରି ରଖିଛନ୍ତି l

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!