Wednesday, May 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଘରୋଇ ମଣ୍ଡପ ଭିତରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
September 18, 2021
in Feature News
ଘରୋଇ ମଣ୍ଡପ ଭିତରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
129
VIEWS
Share on FacebookShare on Twitter

ହତ୍ୟା ଅଭିଯୋଗ ଆଣିଲେ ପରିବାର

ଭୁବନେଶ୍ୱର,(ବାଘୁଆବାର୍ତ୍ତା):: ଭୁବନେଶ୍ୱର ଇନଫୋସିଟି ଥାନା ଅଞ୍ଚଳର ଏକ ଘରୋଇ ମଣ୍ଡପ ଭିତରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଛ। ମୃତକଙ୍କ ନାମ ପ୍ରକାଶ ବଳ। ତାଙ୍କ ଘର ଯାଜପୁର ଅଞ୍ଚଳରେ ବୋଲି ଜଣାଯାଇଛି। ପ୍ରକାଶ ଉକ୍ତ ମଣ୍ଡପର ଜଣେ କର୍ମଚାରୀ ଥିଲେ। ସେ ପ୍ରାୟ ୫ ବର୍ଷ ହେବ ଏହି ମଣ୍ଡପରେ କାମ କରିଆସୁଥିଲେ। ସେପଟେ ପ୍ରକାଶଙ୍କ ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଛନ୍ତି। ପ୍ରକାଶଙ୍କୁ ଜୀବନରୁ ମାରିଦେବାକୁ ଧମକ ଦିଆଯାଉଥିଲା ବୋଲି ତାଙ୍କ ମା ଅଭିଯୋଗ କରିଛନ୍ତି। ଅନ୍ୟପଟେ ମଣ୍ଡପ ମାଲିକଙ୍କ କହିବା ଅନୁଯାୟୀ, ଗତକାଲି ମଣ୍ଡପ ଭିତରର ଏକ ରୁମରୁ ପ୍ରକାଶ ଝୁଲନ୍ତା ଅବସ୍ଥାରେ ଥିବା ଦେଖିବାକୁ ମିଳିଥିଲା। କିନ୍ତୁ ଏହା ହତ୍ୟା ନା ଆତ୍ମହତ୍ୟା ତାହା ଏଯାଏଁ ସ୍ପଷ୍ଟ ହୋଇନି। ଇନଫୋସିଟି ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି। କିଛି ସମୟ ମଧ୍ୟରେ ସାଇଣ୍ଟିଫିକ ଟିମ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିବ ବୋଲି ଜଣାଯାଇଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!