ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ସଦରଥାନ ଅନ୍ତର୍ଗତ ଗୁପ୍ତପଲ୍ଲି ଗ୍ରାମରେ ଆଜି ଜଣେ ବ୍ୟକ୍ତିଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଦେଖିବାକୁ ମିଳିଛି। ଏହି ବ୍ୟକ୍ତିଙ୍କୁ କେହି ହତ୍ୟା କରି ଝୁଲାଇ ଦେଇଥିବା ସଂଦେହ କରାଯାଉଛି। ପୁଲିସ ଘଟଣାସ୍ଥଳରେ ପହଂଚି ନଥିବାରୁ ସବିଶେଷ ଜଣା ପଡ଼ି ନାହିଁ।