Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାପଲ୍ଲୀ ଗାଁରେ ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ହତ୍ୟା

by ସଞ୍ଜୟ ସ୍ୱାଇଁ
March 10, 2024
in Crime, Nayagarh, State
ନୟାପଲ୍ଲୀ ଗାଁରେ ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ହତ୍ୟା
211
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ ଥାନା ନୟାପଲ୍ଲୀ ଗାଁରେ ହତ୍ୟାକାଣ୍ଡ । ପୂର୍ବ ଶତ୍ରୁତାରୁ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ । ମୃତକ ଜଣଙ୍କ ହେଲେ ଶିବ ନାୟକ । ସେ ଜଣେ କବାଡିଆ ବେପାରୀ । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରି ଅଭିଯୁକ୍ତକୁ ଅଟକ ରଖିଛି । ଘଟଣା ସ୍ଥଳରେ ବୋଲଗଡ଼ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରାଯାଇଛି । ଖୋର୍ଦ୍ଧା ଏସପି ଓ ଏସଡିପିଓ ଘଟଣା ସ୍ଥଳକୁ ଯାଉଛନ୍ତି । ପରିବାର ଲୋକେ ଏପର‌୍ୟ୍ୟନ୍ତ ଘଟଣାକୁ ନେଇ ଏତଲା ଦେଇନାହାନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!