Wednesday, June 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୀଭତ୍ସ ହତ୍ୟା

by ସଞ୍ଜୟ ସ୍ୱାଇଁ
May 13, 2025
in Crime, State
ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୀଭତ୍ସ ହତ୍ୟା
46
VIEWS
Share on FacebookShare on Twitter

କଣାସ, (ବାଘୁଆବାର୍ତ୍ତା): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ବୀଭତ୍ସ ହତ୍ୟା । ପୁରୀ ଜିଲ୍ଲା କଣାସ ବ୍ଲକ୍ ଅଧୀନ ଗଡିଶାଗଦା ଥାନା ଅଞ୍ଚଳରେ ଘଟିଛି ଏଭଳି ହତ୍ୟାକାଣ୍ଡ । ମୃତକ ହେଲେ ବନ୍ଧମୁଣ୍ଡା ଗ୍ରାମର ପ୍ରତାପ ସୁନ୍ଦରାୟ । ସୂଚନାଯୋଗ୍ୟ ଯେ, ସୋମବାର ଘରୁ ଡ୍ୟୁଟିକୁ ଆସିଥିବା ବେଳେ ଆଉ ଫେରି ନଥିଲେ । ପରିବାର ଲୋକେ ବହୁତ ଖୋଜା ଖୋଜି କରିବା ପରେ ମଙ୍ଗଳବାର ସକାଳୁ ପ୍ରତାପଙ୍କ କ୍ଷତବିକ୍ଷତ ମୃତଦେହ ପାହିଲୁଣ୍ଡି ଠାରେ ଏକ ବିଲରେ ପଡିଥିବା ଖବର ପାଇଥିଲେ । ପୂର୍ବରୁ ପ୍ରତାପଙ୍କର ଗ୍ରାମର କିଛି ନିର୍ଦ୍ଧିଷ୍ଟ ବ୍ୟକ୍ତିଙ୍କ ସହିତ ରାଜନୈତିକ ବିବାଦ ରହିଥିଲା । କିଛି ଦିନ ତଳେ ଝଗଡ଼ା ହେବାରୁ ଥାନାରେ ଅଭିଯୁକ୍ତ ନାଁରେ ମାମଲା ହୋଇଥିଲା । ତେଣୁ ଏହି ଘଟଣା ପାଇଁ ପ୍ରତାପଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଥିବା ତାଙ୍କ ପତ୍ନୀ ଅଭିଯୋଗ କରିଛନ୍ତି । ଅନ୍ୟପଟେ ନିଜ ବାଇକ୍ ଯୋଗେ ଘରକୁ ଫେରୁଥିବା ସମୟରେ ପ୍ରତାପଙ୍କୁ ହତ୍ୟାକରି ତାଙ୍କ ଗାଡ଼ି, ଟଙ୍କା ଓ ମୋବାଇଲ ଫୋନ ଅଭିଯୁକ୍ତ ମାନେ ନେଇଯାଇଥିବା ତାଙ୍କ ଶ୍ବଶୁର ଅଭିଯୋଗ କରିଛନ୍ତି । ଘଟଣାସ୍ଥଳରୁ ମୃତଦେହ ଜବତ କରି ତଦନ୍ତ ଜାରି ରଖିଛି ଗଡିଶାଗଦା ଥାନା ପୋଲିସ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!