Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଇସକ୍ରିମ୍ ବ୍ୟବସାୟୀଙ୍କୁ ହତ୍ୟା

by ସଞ୍ଜୟ ସ୍ୱାଇଁ
August 24, 2024
in Crime, State
ଆଇସକ୍ରିମ୍ ବ୍ୟବସାୟୀଙ୍କୁ ହତ୍ୟା
116
VIEWS
Share on FacebookShare on Twitter

କେନ୍ଦ୍ରାପଡ଼ା, (ବାଘୁଆବାର୍ତ୍ତା): କେନ୍ଦ୍ରାପଡ଼ା ଟାଉନ୍ ଥାନା ଅନ୍ତର୍ଗତ ଖଡ଼ିଅଙ୍ଗ ଅଞ୍ଚଳର ଏକ ଭଡ଼ା ଘରୁ ଜଣେ ଯୁବକଙ୍କ ମୃତଦେହ ଜବତ କରାଯାଇଛି। ତାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଥିବା ବେଳେ ପୁଲିସ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି। ମୃତ ଯୁବକଙ୍କ ନାଁ କୁରବାନ ମନସୁରୀ। ତାଙ୍କ ଘର ରାଜସ୍ଥାନରେ। ସେ କେନ୍ଦ୍ରାପଡ଼ାରେ ରହି ପ୍ରଦୀପ କୁମାର ବୈଷ୍ଣବଙ୍କ ସହ ମିଶି ଆଇସକ୍ରିମ ବ୍ୟବସାୟ କରୁଥିଲେ। ପ୍ରଦୀପ ମଧ୍ୟ ରାଜସ୍ଥାନର ବାସିନ୍ଦା। ଆଜି ମଧ୍ୟାହ୍ନରେ କୁରବାନ ମନସୁରୀ ନିଜ ଶୋଇବା ଘର ଭିତରେ ଅଚେତ ଅବସ୍ଥାରେ ପଡ଼ିଥିବା ଦେଖିବାକୁ ମିଳିଥିଲା l ଘର ମାଲିକ ଏହା ଦେଖି ପୁଲିସକୁ ଖବର ଦେଇଥିଲେ। ମୃତ କୁରବାନ ମନସୁରୀଙ୍କ ଶରୀରର ବିଭିନ୍ନ ସ୍ଥାନରେ ମାଡ଼ ଚିହ୍ନ ରହିଥିବା ବେଳେ ଶରୀରରୁ ରକ୍ତସ୍ରାବ ହୋଇଥିବା ଦେଖବାକୁ ମିଳିଛି l ଘର ମାଲିକଙ୍କ ଅଭିଯୋଗ ଆଧାରରେ ପୁଲିସ ରାଜସ୍ଥାନର ପ୍ରଦୀପ କୁମାର ବୈଷ୍ଣବଙ୍କୁ ଅଟକ ରଖି ପଚରାଉଚରା କରୁଛି l

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!