Thursday, September 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଘରେ ପଶି ବ୍ୟବସାୟୀଙ୍କ ଗଳା କାଟିଲେ ଦୁର୍ବୃତ୍ତ

by ସଞ୍ଜୟ ସ୍ୱାଇଁ
March 14, 2025
in Crime, State
ଘରେ ପଶି ବ୍ୟବସାୟୀଙ୍କ ଗଳା କାଟିଲେ ଦୁର୍ବୃତ୍ତ
71
VIEWS
Share on FacebookShare on Twitter

ବାରିପଦା, (ବାଘୁଆବାର୍ତ୍ତା): ଘରେ ପଶିଲେ, ବ୍ୟବସାୟୀଙ୍କ ଗଳା କାଟିଲେ । ଶେଷରେ ବ୍ୟବସାୟୀଙ୍କୁ ମୃତ ଘୋଷଣା କଲେ ଡାକ୍ତରର । ପୂର୍ବ ଶତ୍ରୁତାରୁ ଏମିତି ଘଟିଥିବା ଅନୁମାନ । ବାରିପଦା ଭଞ୍ଜପୁର ଥାନା ଅନ୍ତର୍ଗତ ଫରେଷ୍ଟ କଲୋନୀରେ ଘଟିଛି ଏଭଳି ଅଭାବନୀୟ ଘଟଣା । ସୂଚନାଯୋଗ୍ୟ ଯେ, ମୃତ ବ୍ୟବସାୟୀ ଜଣଙ୍କ ମୟୁରଭଞ୍ଜ ଜିଲ୍ଲା ବାରିପଦା ଭଞ୍ଜପୁର ଥାନା ଅନ୍ତର୍ଗତ ଫରେଷ୍ଟ କଲୋନୀ ଅଞ୍ଚଳରେ ରହୁଥିଲେ । ଶୁକ୍ରବାର ଦିନ କେହି ଦୁର୍ବୃତ୍ତ ତାଙ୍କ ଘରେ ପଶି ତାଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ । ଏମିତି କି ବ୍ୟବସାୟୀଙ୍କ ଗଳା କାଟି ଦେଇଥିଲେ ଦୁର୍ବୃତ୍ତ । ତାଙ୍କୁ ଗୁରୁତର ଅବସ୍ଥାରେ ବାରିପଦା ସ୍ଥିତ ପିଆରଏମ୍ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ମୃତ ବ୍ୟବସାୟୀ ଜଣଙ୍କ ହେଲେ ସ୍ନେହାଶିଷ ପଣ୍ଡା । ତେବେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବ୍ୟବସାୟୀଙ୍କୁ ଆକ୍ରମଣ କରିଥିବା ଅନୁମାନ କରାଯାଉଛି । ପ୍ରତ୍ୟେକ୍ଷଦର୍ଶୀଙ୍କ କହିବା ଅନୁସାରେ ସମସ୍ତେ ଅଷ୍ଟମପ୍ରହରୀରେ ବ୍ୟସ୍ତ ଥିବା ବେଳେ କେହି ଦୁର୍ବୃତ୍ତ ଏପରି କାଣ୍ଡ ଭିଆଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!