Monday, October 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ହୋମିଓପାଧି କଲେଜ୍‌ରେ ଛାତ୍ରୀ ନିର୍ଯାତନା

ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

by ସଞ୍ଜୟ ସ୍ୱାଇଁ
April 3, 2021
in Feature News
ହୋମିଓପାଧି କଲେଜ୍‌ରେ ଛାତ୍ରୀ ନିର୍ଯାତନା
154
VIEWS
Share on FacebookShare on Twitter

ଭୁବନେଶ୍ୱର,,(ବାଘୁଆବାର୍ତ୍ତା):  ସମ୍ବଲପୁରର ମଝିପାଲିସ୍ଥିତ ସରକାରୀ ହୋମିଓପାଥି କଲେଜ୍‌ରେ ଛାତ୍ରୀମାନଙ୍କୁ ର୍ୟାଗିଂ ନାମରେ ଯୌନ ନିର୍ଯାତନା ଘଟଣା ନେଇ ତଦନ୍ତ କରିବାକୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ମନ୍ତ୍ରୀ ଶ୍ରୀ ନବକିଶୋର ଦାସ ନିର୍ଦ୍ଦେଶ ଦେଇଛନ୍ତି । ମନ୍ତ୍ରୀ ଶ୍ରୀ ଦାସ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖି ବିଭାଗର ଜଣେ ବରିଷ୍ଠ ଅଧିକାରୀଙ୍କ ଦ୍ୱାରା ଉପରୋକ୍ତ ଘଟଣାର ତଦନ୍ତ କରି ତିନିଦିନ ମଧ୍ୟରେ ରିପୋର୍ଟ ପ୍ରଦାନ କରିବା ସହ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ସୂଚନାଯୋଗ୍ୟ ଯେ ଏକ ଦୈନିକ ଖବର କାଗଜରେ ସମ୍ବଲପୁରର ମଝିପାଲିସ୍ଥିତ ସରକାରୀ ହୋମିଓପାଥି କଲେଜ୍‌ରେ ୪ ଜଣ ଛାତ୍ରୀଙ୍କୁ ଯୌନ ନିର୍ଯାତନା ଦିଆଯାଇଥିବାର ସମ୍ବାଦ ପ୍ରକାଶ ପାଇଥିଲା ଓ ମନ୍ତ୍ରୀ ଶ୍ରୀ ଦାସ ଏହାକୁ ଦୃଷ୍ଟିରେ ରଖି ଉପରୋକ୍ତ ମର୍ମରେ ପଦକ୍ଷେପ ଗ୍ରହଣ କରିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!