Friday, November 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଖୋର୍ଦ୍ଧା ରୋଡ଼ ରେଲୱେ ଷ୍ଟେସନରୁ ୧୨ ନାବାଳକ ଉଦ୍ଧାର

by ସଞ୍ଜୟ ସ୍ୱାଇଁ
May 13, 2025
in State
ଖୋର୍ଦ୍ଧା ରୋଡ଼ ରେଲୱେ ଷ୍ଟେସନରୁ ୧୨ ନାବାଳକ ଉଦ୍ଧାର
57
VIEWS
Share on FacebookShare on Twitter

ଖୋର୍ଦ୍ଧ, (ବାଘୁଆବାର୍ତ୍ତା): ୧୨ ନାବାଳକ ପିଲା ଖୋର୍ଦ୍ଧା ରୋଡ଼ ରେଲୱେ ଷ୍ଟେସନରୁ ଉଦ୍ଧାର । ବେଙ୍ଗାଲୁରୁକୁ ପିଲା ଚାଲାଣ ବେଳେ ଉଦ୍ଧାର କଲା ଶିଶୁ ସୁରକ୍ଷା ଏବଂ ରେଲୱେ ପୋଲିସ ମିଳିତ ଟିମ୍ । ଏନେଇ ଋଚିକା ସମାଜ ମଙ୍ଗଳ ସଂଗଠନର କାର୍ଯ୍ୟ ନିର୍ବାହୀ ଅଧିକାରୀ ସୂଚନା ଦେଇଛନ୍ତି। ସୂଚନା ମୁତାବିକ, ମଙ୍ଗଳବାର ଓଡ଼ିଶାର ବିଭିନ୍ନ ଜିଲ୍ଲା ୧୨ ଜଣ ପିଲାଙ୍କୁ ବେଙ୍ଗାଲୁରୁକୁ କାମ କରିବା ପାଇଁ ଚାଲାଣ କରାଯାଉଥିଲା। ଏନେଇ ସୂଚନା ମିଳିବା ପରେ ଋଚିକା ସାମଜ ମଙ୍ଗଳର ଆକ୍ସେସ ଟୁ ଜଷ୍ଟିସ ପ୍ରକଳ୍ପ କର୍ମକର୍ତ୍ତା ଏକ ଟିମ୍ ଚାଇଲ୍ଡ ହେଲ୍ପ ଲାଇନ ଓ ରେଲୱେ ପୋଲିସ ମିଳିତ ଭାବେ ସକାଳ ୯ଟା ବେଳେ ଖୋର୍ଦ୍ଧା ରୋଡ଼ ରେଲୱେ ଷ୍ଟେସନରେ ଚଢ଼ାଉ କରିଥିଲେ। ସେଠାର ସମସ୍ତ ୧୨ ଜଣ ପିଲାଙ୍କୁ ଉଦ୍ଧାର କରାଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!