Sunday, August 30, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅଟକିଲା ୧୩ ବର୍ଷର ନାବାଳିକାର ବିବାହ

by ସଞ୍ଜୟ ସ୍ୱାଇଁ
April 12, 2021
in Feature News
ଅଟକିଲା ୧୩ ବର୍ଷର ନାବାଳିକାର ବିବାହ
970
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା); ନୟାଗଡ଼ ଟାଉନଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ୧୩ ବର୍ଷିୟା ନାବାଳିକାକୁ ତାର ପରିବାର ବିବାହ କରାଇବା ନେଇ ପ୍ରସ୍ତୁତି ଚଳାଇଥିଲେ । ନାବାଳିକାଙ୍କ ବିବାହ ଗୋବିନ୍ଦପୁର ଗ୍ରାମର ରାହୁଲ ବେହେରାଙ୍କ ପୁଅ ବବୁଲ ବେହେରା ସହ କରାଯିବା ନେଇ ସ୍ଥିର ହୋଇଥିଲା । ଖବରପାଇ ନୟାଗଡ଼ ସିଡିପିଓ ଲକ୍ଷ୍ମୀ ଦାଶ, ଚାଇଲ୍ଡ ଲାଇନ କର୍ମଚାରୀ ସୁଜାତା ବେହେରା, ସଂଜୟ କୁମାର ସାହୁ ନାବାଳିକାର ଘରେ ଚଢ଼ାଉ କରିଥିବା ଜଣାଯାଇଛି । ନାବାଳିକାକୁ ଉଦ୍ଧାର କରି ସିଡବ୍ଲ୍ୟୁସିରେ ହାଜର କରାଯାଇଥିବା ସୂଚନା ମିଳିଛି । ନାବାଳିକାକୁ ଆସନ୍ତା ମେ ମାସରେ ବିବାହ କରାଯିବା ନେଇ ପ୍ରସ୍ତୁତି ଚାଲିଥିବା ଜଣାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!