Sunday, April 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁରୀରେ ନାବାଳିକାକୁ ଅସଦାଚରଣ, କାବୁ କଲା ପୋଲିସ

by ସଞ୍ଜୟ ସ୍ୱାଇଁ
May 26, 2025
in State
ପୁରୀରେ ନାବାଳିକାକୁ ଅସଦାଚରଣ, କାବୁ କଲା ପୋଲିସ
47
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ପୁରୀ ବଡ଼ଦାଣ୍ଡରେ ଅଭାବନୀୟ। ନାବାଳିକା ପର୍ଯ୍ୟଟକଙ୍କୁ ଅସଦାଚରଣ ଅଭିଯୋଗ। ଅଭିଯୁକ୍ତକୁ ଗୋଡେଇ ଗୋଡେଇ ପିଟିଲେ ନାବାଳିକାଙ୍କ ପରିବାର ଓ ସ୍ଥାନୀୟ ଲୋକ। ସିଂହଦ୍ୱାର ଥାନା ପୋଲିସ ପହଞ୍ଚି ଯୁବକକୁ ଉଦ୍ଧାର କରିବା ସହ ଅଭିଯୁକ୍ତକୁ ଅଟକ ରଖିଛି। ଅଭିଯୁକ୍ତ ଜଣକ ପରଚୟ ମିଳିପାରିନାହିଁ। ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଶ୍ରୀମନ୍ଦିରରୁ ଦର୍ଶନ ସାରି ଫେରିବା ସମୟରେ ଏଭଳି ଘଟଣା ଘଟିଛି। ଖବର ଅନୁଯାୟୀ, କିଛି ପର୍ଯ୍ୟଟକ ଶ୍ରୀମନ୍ଦିରରୁ ଦର୍ଶନ ସାରି ଫେରୁଥିଲେ । ଏହି ସମୟରେ ଯୁବକ ଜଣଙ୍କ ନାବାଳିକାଙ୍କୁ ଅସଦାଚରଣ କରିଥିବା ଅଭିଯୋଗ ହୋଇଥିଲା । ଯାହାପରେ ପୁରୀ ପୋଲିସ ଉକ୍ତ ଯୁବକଙ୍କୁ ଅଟକ ରଖି ଜେରା କରୁଛି । ଏପିରିକି ଘଟଣାସ୍ଥଳରେ କିଛି ସମୟ ପାଇଁ ଉତ୍ତେଜନା ଦେଖାଦେଇଥିଲା । ଉତ୍ୟକ୍ତ ଲୋକ ଯୁବକଙ୍କୁ ମାର୍ପିଟ୍ କରିଥିବା ମଧ୍ୟ ଦୃଶ୍ୟ ସାମ୍ନାକୁ ଆସିଛି ।

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

April 25, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

April 25, 2026
ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ  ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

April 25, 2026
ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

April 25, 2026
ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

April 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!