Wednesday, April 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ

by ସଞ୍ଜୟ ସ୍ୱାଇଁ
May 22, 2025
in Crime, State
ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ
56
VIEWS
Share on FacebookShare on Twitter

ବାଲେଶ୍ବର, (ବାଘୁଆବାର୍ତ୍ତା): ନାବାଳିକାକୁ ଗଣଦୁଷ୍କର୍ମ ଓ ହତ୍ୟା ଅଭିଯୋଗ । ବାଲେଶ୍ବର ଭୋଗରାଇ ବ୍ଲକ୍ରେ ଘଟିଛି ଏଭଳି ଏକ ଲଜ୍ଜାଜନକ ଘଟଣା । ଏଠାରେ ଜଣେ ୧୭ ବର୍ଷର ନାବାଳିକାକୁ ଗଣଦୁଷ୍କର୍ମ କରି ହତ୍ୟା କରିଛନ୍ତି ଭୋଗରାଇ ଅଞ୍ଚଳର କିଛି ଅସାମାଜିକ ଯୁବକ । ଦୁଷ୍କର୍ମ ପରେ ହତ୍ୟାକୁ ଆତ୍ମହତ୍ୟାର ରୂପ ଦେବା ପାଇଁ ନାବାଳିକାଙ୍କୁ ଘର ଭିତରେ ବେକରେ ଦୌଡ଼ି ଦେଇ ଝୁଲାଇ ଦେଇଥିବା ଅଭିଯୋଗ ହୋଇଛି । ଏନେଇ ମୃତ ନାବାଳିକାଙ୍କ ଭାଇ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି । ଏହି ନାବାଳିକାଙ୍କ ବାପା, ମା’, ବାହାର ରାଜ୍ୟରେ ରହୁଥିବା ବେଳେ ନାବାଳିକା ଜଣଙ୍କ ଘରେ ଏକୁଟିଆ ରହୁଥିଲେ । ଏହାର ସୁଯୋଗ ନେଇ ମଙ୍ଗଳବାର ରାତି ସମୟରେ ସେହି ଗାଁର ବସନ୍ତ ମାଝୀ ଓ ତାଙ୍କର କିଛି ସହଯୋଗୀ ନାବାଳିକାଙ୍କୁ ଗଣଦୁଷ୍କର୍ମ କରି ହତ୍ୟା କରିଥିବା ଅଭିଯୋଗ ହୋଇଛି । ଏନେଇ ଭୋଗରାଇ ଥାନାରେ ଅଭିଯୋଗ ପରେ ପୁଲିସ ନବାଳିକାଙ୍କ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ବାଲେଶ୍ବର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି । ଅଭିଯୁକ୍ତ ବସନ୍ତ ମାଝୀକୁ ଥାନାକୁ ଆଣି ପଚରାଉଚରା ଜାରି ରହିଥିବା ସୂଚନା ଦେଇଛନ୍ତି ଭୋଗରାଇ ଆଇଆଇସି ଶ୍ରୀବଲ୍ଲଭ ସାହୁ ।

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୯ତମ ଜୟନ୍ତି ସମାରୋହ:ଏ ଜାତିର କର୍ଣ୍ଣଧାର ଥିଲେ ଉତ୍କଳ ଗୌରବ ମଧୁସୂଦନ ଦାସ

April 29, 2026
ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

ଉତ୍କଳ ସାମ୍ବାଦିକ ସଂଘ:ସାମ୍ବାଦିକ ମାନଙ୍କ ୫ଦଫା ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବିପତ୍ର

April 29, 2026
ବୟସ୍କ ବ୍ୟକ୍ତିଙ୍କୁ ଧକ୍କା ଦେଲା ପୋଲିସ ଗାଡ଼ି:ବୟସ୍କ ବ୍ୟକ୍ତି ମୃତ

ବୟସ୍କ ବ୍ୟକ୍ତିଙ୍କୁ ଧକ୍କା ଦେଲା ପୋଲିସ ଗାଡ଼ି:ବୟସ୍କ ବ୍ୟକ୍ତି ମୃତ

April 29, 2026
ନୟାଗଡ଼ ପଞ୍ଚାୟତ ସମିତି ଦ୍ବାଦଶ ସାଧାରଣ ବୈଠକ ଅନୁଷ୍ଠିତ: ଗୁରୁତ୍ୱପୂର୍ଣ୍ଣ ବିଭାଗର କର୍ମଚାରୀ ଅନୁପସ୍ଥିତକୁ ନେଇ ଗୃହରେ ଉଦବେଗ

ନୟାଗଡ଼ ପଞ୍ଚାୟତ ସମିତି ଦ୍ବାଦଶ ସାଧାରଣ ବୈଠକ ଅନୁଷ୍ଠିତ: ଗୁରୁତ୍ୱପୂର୍ଣ୍ଣ ବିଭାଗର କର୍ମଚାରୀ ଅନୁପସ୍ଥିତକୁ ନେଇ ଗୃହରେ ଉଦବେଗ

April 29, 2026
ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା

April 28, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!