Sunday, May 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁଅ ପାଇଁ ଜୀବନ ଦେଲା ମା:ଜନ୍ମ ଦେଇଥିଲା ମୃତ୍ୟୁ ମୁଖରୁ ବଞ୍ଚାଇଲା ମା

by ସଞ୍ଜୟ ସ୍ୱାଇଁ
May 19, 2022
in State
ଘର ନିକଟରେ ଯୁବକଙ୍କୁ ଛୁରୀ ଭୁସି ହତ୍ୟା
94
VIEWS
Share on FacebookShare on Twitter

ନବରଙ୍ଗପୁର, (ବାଘୁଆବାର୍ତ୍ତା): ଜନ୍ମ ଦେଇଥିଲା ଜୀବନ ବି ଦେଲା । ପୁଅକୁ ବଞ୍ଚାଇବାକୁ ଯାଇ ମାଆ ମୃତ । ନବରଙ୍ଗପୁର ସହର ସ୍ଥିତ ସଂଖାରି ସାହିରେ ଘଟିଛି ଏଭଳି ଅଭାବନୀୟ ଘଟଣା । ଗାଧୋଇବାକୁ ୱାଟର ହିଟରରେ ପାଣି ଗରମ କରୁଥିଲେ ପ୍ରତିମା ବେହେରା । ଏହି ସମୟରେ ପୁଅ ଓ୍ବାଟର ହିଟର ଆଡ଼କୁ ଯାଉଥିବା ବେଳେ ମାଆ ପୁଅକୁ ଅଟକାଇବାକୁ ଚେଷ୍ଟା କରିଥିଲେ । ମାଆ କେବେ ତା ଆଗରେ ନିଜ ଛୁଆର ବିପଦକୁ ଦେଖିପାରିବ ନାହିଁ । ସେଥିପାଇଁ କାଳେ ୱାଟର ହିଟର ପାଖରେ ପିଲାଟି ବିଦ୍ୟୁତ ସଂଯୋଦରେ ଆସିଯିବ ସେଥିପାଇଁ ନିଜେ ଦୈଡ଼ିଯାଇଥିଲେ । ଛୁଆକୁ ବଞ୍ଚାଇବା ସମୟରେ ଗୋଡ଼ ଖସିଯାଇଥିଲା ମାଆର । ସେହି ସମୟରେ ଓ୍ୱାଟର ହିଟର ଉପରେ ପଡ଼ିଯାଇଥିଲେ ପ୍ରତିମା ନାୟକ । ଠିକ ସେତିକିବେଳେ ବିଦ୍ୟୁତ ସଂସ୍ପର୍ଷରେ ଆସି ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ହୋଇଯାଇଛି । କିନ୍ତୁ ମାଆଟି ମରିବା ପୂର୍ବରୁ ପୁଅକୁ ବଞ୍ଚାଇ ଦେଇ ଯାଇଛି । ପୋଲିସ ଏ ବିଷୟରେ ଖବର ପାଇ ଘଟଣାସ୍ଥଳରେ ତତକ୍ଷଣାତ୍ ପହଁଚିଥିଲେ । ପୋଲିସ ପହଞ୍ଚି ଶବକୁ ଉଦ୍ଧାର କରିବା ସହିତ ତଦନ୍ତ ଜାରି ରଖିଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!