Saturday, June 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନବରଙ୍ଗପୁର ସୀମାକୁ ସିଲ

by ସଞ୍ଜୟ ସ୍ୱାଇଁ
April 10, 2021
in Feature News
ନବରଙ୍ଗପୁର ସୀମାକୁ ସିଲ
106
VIEWS
Share on FacebookShare on Twitter

ନବରଙ୍ଗପୁର,(ବାଘୁଆବାର୍ତ୍ତା): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ନବରଙ୍ଗପୁର ସୀମାକୁ ସିଲ୍ କରାଯାଇଛି । ଛତିଶଗଡ଼ ପଟୁ ଆସୁଥିବା ସମସ୍ତ ଗାଡ଼ି ଓ ବ୍ୟକ୍ତିଙ୍କ ପ୍ରବେଶ ଉପରେ କଟକଣା ଲଗାଯାଇଛି । ଛତିଶଗଡ ସଲଂଗ୍ନ ସୀମାକୁ ସିଲ୍ କରିଛି ପ୍ରଶାସନ । ନେଗେଟିଭ ରିପୋର୍ଟ ବିନା ନବରଙ୍ଗପୁରକୁ ପଶିବା ଉପରେ କଟକଣା ଲଗାଯାଇଛି । ସୀମାରେ ଥିବା ଚେକପୋଷ୍ଟକୁ ସିଲ୍ ସହ ଯାଞ୍ଚ କଡ଼ାକଡ଼ି କରାଯାଇଛି । ଉମରକୋଟ ଦଣ୍ଡସରାଠାରେ ମଧ୍ୟ କଟକଣାକୁ କଡ଼ାକଡ଼ି କରାଯାଇଛି। ଏବେ ଛତିଶଗଡ଼ରେ କରୋନା ସଂକ୍ରମଣ ଭୟାବହ ହେଉଥିବାରୁ ଏଭଳି ପଦକ୍ଷେପ ନେଇଛି ଜିଲ୍ଲା ପ୍ରଶାସନ । ପୂର୍ବରୁ ଛତିଶଗଡ଼ ସୀମାକୁ ଲାଗିରହିଥିବା ସୀମାନ୍ତବର୍ତ୍ତୀ ଜିଲ୍ଲା ଗୁଡିକରେ ନାଇଟ କର୍ଫ୍ୟୁ ଲଗାଇଛନ୍ତି ରାଜ୍ୟ ସରକାର ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!