Friday, October 30, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଉପାନ୍ତ ଅଞ୍ଚଳରେ ପହଞ୍ଚିଲେ ୫ଟି ସଚିବ

by ସଞ୍ଜୟ ସ୍ୱାଇଁ
July 28, 2021
in Planning and Development, State
ଉପାନ୍ତ ଅଞ୍ଚଳରେ ପହଞ୍ଚିଲେ ୫ଟି ସଚିବ
115
VIEWS
Share on FacebookShare on Twitter

ନବରଙ୍ଗପୁର, (ବାଘୁଆବାର୍ତ୍ତା): ଉପାନ୍ତ ଅଞ୍ଚଳର ବିଭିନ୍ନ ଉନ୍ନୟନ ମୂଳକ କାମର ସମୀକ୍ଷା କରିବା ପାଇଁ ଆଜି ୫ଟି ସଚିବ ପହଞ୍ଚିଛନ୍ତି । ଦିନିକିଆ ନବରଙ୍ଗପୁର ଓ କୋରାପୁଟ ଜିଲ୍ଲା ଗସ୍ତ କରିଛନ୍ତି । ଗସ୍ତ ସମୟରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ସହିତ ୫ଟି ସଚିବ ଭି.କେ ପାଣ୍ଡିଆନ, ଜଳ ସଂପଦ ବିଭାଗର ପ୍ରମୁଖ ସଚିବ ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଆର୍.ଭିନିଲ କ୍ରିଷ୍ଣାଙ୍କ ସମେତ ଏନଏଚଏମ ନିର୍ଦ୍ଦେଶିକା ସାଳିନୀ ପଣ୍ଡିତ। ସକାଳ ୯ ଟାରେ ଜୟପୁରରେ ପହଞ୍ଚିଛନ୍ତି। ପରେ ଆମ୍ବାଗୁଡା ଯାଇ ସେଠାରେ ୫ଟି ଅଧିନରେ ଥିବା ସ୍କୁଲ ବୁଲି ଦେଖିବା ପରେ ନବରଙ୍ଗପୁର ଜିଲ୍ଲା ଗସ୍ତରେ ଯିବେ। ସେଠାରେ ବିଭିନ୍ନ ଉନ୍ନୟନମୂଳକ କାମର ସମୀକ୍ଷା କରିବା ପରେ କୋରାପୁଟ ଯିବେ । ଏଠାରେ ସହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜର ସ୍ଥିତି ଅନୁଧ୍ୟାନ କରିବେ । ଏହାପରେ କୋଭିଡ ସ୍ଥିତି ମଧ୍ୟ ସମୀକ୍ଷା କରିବାର କାର୍ୟ୍ୟକ୍ରମ ରହିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!