Wednesday, May 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନବୀନ ପଟ୍ଟନାୟକଙ୍କ ହାତରେ ରାଖୀ ବାନ୍ଧିଲେ ଲେଖାଶ୍ରୀ

by ସଞ୍ଜୟ ସ୍ୱାଇଁ
August 19, 2024
in Feature News
ନବୀନ ପଟ୍ଟନାୟକଙ୍କ ହାତରେ ରାଖୀ ବାନ୍ଧିଲେ ଲେଖାଶ୍ରୀ
144
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା। ଏହି ଦିନରେ ଭାଇ ହାତରେ ରାଖୀ ବାନ୍ଧି ଶୁଭ ମନାସୁଛନ୍ତି ଭଉଣୀ। ଏହି ଅବସରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହାତରେ ରାଖୀ ବାନ୍ଧିଛନ୍ତି ବିଜେଡି ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର। ନବୀନଙ୍କ ରାଖୀ ବାନ୍ଧିବା ବେଳର ଫଟୋ ଶେୟାର କରି ସେ ଲେଖିଛନ୍ତି,ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ସାଢେ ଚାରି କୋଟି ଓଡିଆଙ୍କ ମୁରବୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ରାକ୍ଷୀ ବାନ୍ଧିବାର ସୁଯୋଗ ପାଇ ଆନନ୍ଦିତ ହେଲି l ଏହାପୂର୍ବରୁ ରାଖୀ ପୂର୍ଣ୍ଣିମାରେ ନବୀନ ନିବାସରେ ଭିଡ଼ ଜମିଥିଲା। ସ୍କୁଲ, କଲେଜ ଛାତ୍ରୀମାନେ ନବୀନ ପଟ୍ଟନାୟକଙ୍କୁ ରାଖୀ ବାନ୍ଧିଥିଲେ। ଏହାସହ ବିଭିନ୍ନ ଅନୁଷ୍ଠାନର ସଦସ୍ୟା ଏବଂ ଭୁବନେଶ୍ୱର ମେୟର ସୁଲୋଚନା ଦାସ ରାଖୀ ବାନ୍ଧିଥିଲେ। ଏହାର ପ୍ରତିବଦଳରେ ନବୀନ ଉପହାର ଦେବା ସହ ଶୁଭେଚ୍ଛା ଜଣାଇଲେ।

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026
ରେଳ ସମସ୍ୟାକୁ ନେଇ ନୟାଗଡ଼ ଟାଉନ ଷ୍ଟେସନରେ ତୀବ୍ର ଉତ୍ତେଜନା:ରେଳରୋକ ଉଦ୍ୟମ ପଣ୍ଡ

ରେଳ ସମସ୍ୟାକୁ ନେଇ ନୟାଗଡ଼ ଟାଉନ ଷ୍ଟେସନରେ ତୀବ୍ର ଉତ୍ତେଜନା:ରେଳରୋକ ଉଦ୍ୟମ ପଣ୍ଡ

May 24, 2026
ବଦଳିଲେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ

ବଦଳିଲେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ

May 24, 2026
ବିଦ୍ୟୁତ୍ କାଟକୁ ନେଇ ବିଜେଡି ସାମ୍ବାଦିକ ସମ୍ମିଳନୀ:୨୫ରେ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ

ବିଦ୍ୟୁତ୍ କାଟକୁ ନେଇ ବିଜେଡି ସାମ୍ବାଦିକ ସମ୍ମିଳନୀ:୨୫ରେ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ

May 23, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!