Wednesday, April 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଭିନ୍ନ ନଦୀରେ ପ୍ରଥମ ବନ୍ୟାଜଳ

by Anil Panda
July 28, 2020
in Breaking, Nayagarh
ବିଭିନ୍ନ ନଦୀରେ ପ୍ରଥମ ବନ୍ୟାଜଳ
383
VIEWS
Share on FacebookShare on Twitter

ନୟାଗଡ଼ (ବାଘୁଆବାର୍ତ୍ତା): ନୟାଗଡ଼ର ବିଭିନ୍ନ ସ୍ଥାନରେ ଆଜି ଅପରାହ୍ନରେ ହୋଇଥିବା ବର୍ଷା ପାଇଁ ନଦୀର ଜଳସ୍ତର ବୃଦ୍ଧି ପାଇଛି । ଡାହୁକା, କୁସୁମୀ, କୁଆଁରିଆ, ଦୁଆଁଣ୍ଟ, ଲୁଣିଝରା ନଦୀର ଜଳସ୍ତର ବୃଦ୍ଧି ପାଇଛି । ନୟାଗଡ଼ ଜିଲ୍ଲାର ଖଣ୍ଡପଡ଼ା ଓ ନୂଆଗାଁ ବ୍ଲକରେ ଆଜି ପ୍ରବଳ ବର୍ଷା ହୋଇଥିବା ବେଳେ ଜିଲ୍ଲାର ଅନେକ ସ୍ଥାନରେ ମଧ୍‌ତ ବର୍ଷା ଲାଗି ରହିବାରୁ ଚାଷୀଙ୍କ ମନରେ ଆଶା ସଂଚାର ହୋଇଛି । ଜିଲ୍ଲାର ଅନେକ ସ୍ଥାନରେ ଚାଷ ବିଳମ୍ବ ହୋଇଥିବାରୁ ଚାଷୀମାନେ ଚାଷ କାର୍ଯ୍ୟ ଆଗେଇ ପାରି ନଥିଲେ । ଆଜିର ବର୍ଷା ଚାଷୀ କୂଳକୁ ଆଶ୍ୱସ୍ତ କରିଥିବା ବେଳେ ଦଶପଲ୍ଲା ବ୍ଲକ ଦେଇ ପ୍ରଭାବିତ ବୃତ୍ତଙ୍ଗ ନଦୀରେ ମଧ୍ୟ ବନ୍ୟାଜଳ ପ୍ରଭାବିତ ହେଉଥିବା ଜଣାଯାଇଛି ।

ମୁଖ୍ୟମନ୍ତ୍ରୀ କନ୍ୟାଦାନ ଯୋଜନା:୨୧ରେ ଯୋଡ଼ା ହେଲେ ୨୨ଯୋଡ଼ା ନବ ଦମ୍ପତ୍ତି

ମୁଖ୍ୟମନ୍ତ୍ରୀ କନ୍ୟାଦାନ ଯୋଜନା:୨୧ରେ ଯୋଡ଼ା ହେଲେ ୨୨ଯୋଡ଼ା ନବ ଦମ୍ପତ୍ତି

April 22, 2026
ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!