Thursday, September 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନାଲିଟୋପା ଗ୍ୟାଙ୍ଗର ଆତଙ୍କ

by ସଞ୍ଜୟ ସ୍ୱାଇଁ
March 27, 2025
in Crime, State
ନାଲିଟୋପା ଗ୍ୟାଙ୍ଗର ଆତଙ୍କ
97
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ବିଳମ୍ବିତ ରାତିରେ ଟାଉନ୍‌ ଥାନା ଅଧୀନ ଶ୍ରୀକୃଷ୍ଣ ସିନେମା ହଲ୍‌ ଗଳିରେ ନାଲିଟୋପା ଗ୍ୟାଙ୍ଗ ଆତଙ୍କ ରଚିଛି । ଏହି ଗ୍ୟାଙ୍ଗର ସଦସ୍ୟମାନେ ନାବାଳକଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ କରିଛନ୍ତି । ଖଣ୍ଡାରେ ନାବାଳକଙ୍କ ମୁଣ୍ଡ, ମୁହଁ ଓ ଦୁଇ ହାତକୁ ହାଣି ପକାଇଛନ୍ତି । ଖବରପାଇ ଟାଉନ୍‌ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ପିସିଆର୍‌ ସହାୟତାରେ ନାବାଳକଙ୍କୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛି । ନାବାଳକଙ୍କ ନାମ ନୃସିଂହ ସାମର୍ଥା(୧୭) । ତାଙ୍କ ଘର ମାଟିତୋଟା ପ୍ରଧାନ ସାହି । ନାବାଳକଙ୍କୁ ସଂଘବଦ୍ଧ ଆକ୍ରମଣ ଘଟଣାରେ ନାଲିଟୋପା ଗ୍ୟାଙ୍ଗ ସଦସ୍ୟ ସମ୍ପୃକ୍ତ ଥିବା ସେ ପୁଲିସକୁ କହିଛନ୍ତି । ପୁଣି ନାଲିଟୋପା ଗ୍ୟାଙ୍ଗ ସହରରେ ଆତଙ୍କ ରଚିଥିବାରୁ ପୁଲିସର ମୁଣ୍ଡବ୍ୟଥା ବଢ଼ିଯାଇଛି । ପୁଲିସ ଘଟଣାରୁ ଛାନ୍‌ଭିନ୍‌ ଆରମ୍ଭ କରିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!