Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଉ ନିର୍ବାଚନ ଲଢ଼ିବେ ନାହିଁ ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର

by ସଞ୍ଜୟ ସ୍ୱାଇଁ
January 28, 2024
in Politics, State
ଆଉ ନିର୍ବାଚନ ଲଢ଼ିବେ ନାହିଁ ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର
53
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ପାଖେଇ ଆସୁଛି ସାଧାରଣ ନିର୍ବାଚନ । ଏଥିପାଇଁ ବିଭିନ୍ନ ରାଜନୈତିକ ଦଳର ପ୍ରସ୍ତୁତି ଜୋରଦାର ଚାଲିଛି । ଏଥିମଧ୍ୟରେ ଏକ ବଡ଼ ଖବର ସାମ୍ନାକୁ ଆସୁଛି । ବଲାଙ୍ଗିର କଂଗ୍ରେସ ବିଧାୟକ ତଥା ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର ଆଗାମୀ ନିର୍ବାଚନ ଲଢ଼ିବେ ନାହିଁ । ଏହା ସହ ସେ ରାଜନୀତି ଛାଡ଼ିବେ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି । ଆଗାମୀ ୫ ତାରିଖରେ ଆରମ୍ଭ ହେଉଛି ବିଧାନସଭା ନିର୍ବାଚନ । ଏହି ଅଧିବେଶନରେ ପ୍ରସଙ୍ଗ ଉଠାଯିବା ନେଇ ସେ ଲୋକଙ୍କ ସହ ଆଲୋଚନା କରିବାକୁ ବଲାଙ୍ଗୀରର ଏକ ଘରୋଇ ହୋଟେଲରେ ଦରବାର ଡାକିଥିଲେ । ଏଥିରେ ନରସିଂହ ଘୋଷଣା କରିଛନ୍ତି, ବିଧାୟକ ହିସାବରେ ଏହା ହେଉଛି ତାଙ୍କ ଶେଷ ଜନତା ଦରବାର । ସେ ଆଉ ନିର୍ବାଚନ ଲଢିବେ ନାହିଁ କିନ୍ତୁ ରାଜନୀତି କରିବେ ବୋଲି କହିଛନ୍ତି ନରସିଂହ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!