Tuesday, August 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନକ୍ସଲ ହମଲା:୩ଯବାନ୍ ସହିଦ୍, ୨୧ଆହାତ

by ସଞ୍ଜୟ ସ୍ୱାଇଁ
March 23, 2021
in Breaking, State
ନକ୍ସଲ ହମଲା:୩ଯବାନ୍ ସହିଦ୍, ୨୧ଆହାତ
349
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ନକ୍ସଲଙ୍କ ଭୟଙ୍କର ବିସ୍ପୋରଣ । ବିସ୍ପୋରଣରେ ୩ଯବାନ ସହିଦ୍ ହୋଇଥିବା ବେଳେ ୨୧ଜଣ ଯବାନ ଆହାତ ହୋଇଥିବା ଜଣାପଡିଛି । ସୂଚନାନୁସାରେ, ଯବାନମାନେ କମ୍ବିଂ ଅପରେସନ୍ ସାରି ଫେରୁଥିବା ବେଳେ ଛତିଶଗଡ଼ ନାରାୟଣପୁର ଜିଲ୍ଲା କାଡେନାର ଜଙ୍ଗଲ ନିକଟରେ ନକ୍ସଲମାନେ ଭୟଙ୍କର ବିସ୍ପୋରଣ କରିଛନ୍ତି । ଯାହାଫଳରେ ୪୦ଜଣ ଯବାନ କମ୍ବିଂ ସାରି ସେହିବାଟ ଦେଇ ଫେରୁଥିବା ବେଳେ ଆତ୍ମଘାତି ନକ୍ସଲମାନେ ଭୟଙ୍କର ବିସ୍ପୋରଣ ଘଟାଇଥିଲେ । ଏଥିରେ ୩ଜଣ ଯବାନ ସହିଦ୍ ହୋଇଥିବା ବେଳେ ୮ଜଣ ଯବାନ ଗୁରୁତର ଓ ୨୧ଜଣ ଯବାନ ଆହାତ ହୋଇଥିବା ସୂଚନା ମିଳିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!