Sunday, June 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜାତୀୟ ଖେଳ ଦିବସ, ଜିଲ୍ଲାପାଳ କଲେ ଶୁଭାରମ୍ଭ, ବହୁମୁଖି ଇନଡୋର ଷ୍ଟାଡିୟମର ସମୀକ୍ଷା

by ସଞ୍ଜୟ ସ୍ୱାଇଁ
August 29, 2024
in Nayagarh, Sports, State
ଜାତୀୟ ଖେଳ ଦିବସ, ଜିଲ୍ଲାପାଳ କଲେ ଶୁଭାରମ୍ଭ, ବହୁମୁଖି ଇନଡୋର ଷ୍ଟାଡିୟମର ସମୀକ୍ଷା
227
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଜାତୀୟ ଖେଳ ଦିବସ ଉପଲକ୍ଷେ ଆଜି ନୟାଗଡ଼ ପ୍ରଶାସନ ପକ୍ଷରୁ ଉକ୍ତ ଦିବସକୁ ପାଳନ କରାଯାଇଛି । ଅଗଷ୍ଟ ୨୬ ରୁ ୩୧ ପର୍ଯ୍ୟନ୍ତ ଏହା ସାରା ଦେଶରେ ପାଳନ କରାଯାଇଛି । ହକି କିମ୍ବଦନ୍ତି ମେଜର ଧ୍ୟାନଚାନ୍ଦଙ୍କ ଜନ୍ମ ଦିବସ ଅବସରରେ ଏଭଳି କାର୍ଯ୍ୟକ୍ରମ ଗ୍ରହଣ କରାଯାଇଛି ।

ଆଜି ନୟାଗଡ଼ ଷ୍ଟାଡିୟମ ଠାରୁ ଏକ ଶୋଭାଯାତ୍ରା ବାହାରି ନୟାଗଡ଼ କଲେଜ ରୋଡ଼ ନାରାୟଣୀ ମନ୍ଦିର ପର୍ଯ୍ୟନ୍ତ ଆସିଥିଲା । ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ ପତାକା ଦେଖାଇ ଏହାର ଉଦଘାଟନ କରିଥିଲେ ।

ଏହି ଅବସରରେ ଷ୍ଟାଡିୟମ ଠାରେ ଫୁଟବଲ ମ୍ୟାଚର ଆୟୋଜନ କରାଯାଇଥିଲା । ଏଥି ସହିତ ଧ୍ୟାନଚାନ୍ଦଙ୍କ ଫଟୋରେ ପୁଷ୍ପ ମାଲ୍ୟ ଅର୍ପଣ କରାଯାଇ ତାଙ୍କ ସ୍ମୃତି ଚାରଣ କରାଯାଇଥିଲା ।

ଏହି ଅବସରରେ ଜିଲ୍ଲାପାଳ ବହୁମୁଖୀ ଇନଡୋର ଷ୍ଟାଡିୟମ ପରିଦର୍ଶନ କରିଥିଲେ । ଅଧିକାରୀ ମାନଙ୍କ ସହ ବିଭିନ୍ନ ବିଭାଗର କାର୍ଯ୍ୟ ସମ୍ପର୍କରେ ଆଲୋଚନା କରିଥିଲେ । ଏଠାରେ କାର୍ଯ୍ୟରତ ବିଭିନ୍ନ ପ୍ରକଳ୍ପ ଓ ପରିଦର୍ଶନ କରିବା ସହ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ପଚାରି ବୁଝିଥିଲେ ।

ଆଜିର ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଖେଳ ଅଧିକାରୀ ସୁଜାତା କୁମାରୀ ସାହୁ, ସୁଚନା ଲୋକ ସମ୍ପର୍କ ଅଧିକାରୀ ସୁରେନ୍ଦ୍ର କୁମାର ସାହୁ, ଇନଡୋର ଷ୍ଟାଡିୟମ ଦାୟିତ୍ୱରେ ଥିବା ବ୍ୟାଡମିଣ୍ଟନ କୋଚ କାହ୍ନୁଚରଣ ମିଶ୍ର, ଜିମର ଘନଶ୍ୟାମ ବେହେରା ଏବଂ ୱେଟ ଲିଫ୍ଟିଙ୍ଗର ରଶ୍ମୀତା ମହାରଣା ପ୍ରମୁଖ ଉପସ୍ଥିତ ରହି ଜିଲ୍ଲାପାଳଙ୍କୁ ବିଭିନ୍ନ କାର୍ଯ୍ୟ ସମ୍ପର୍କରେ ସୁଚନା ପ୍ରଦାନ କରିଥିଲେ ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!