Saturday, September 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନବୀନଙ୍କ ଆରୋଗ୍ୟ କାମନା କରି ଦୀପଦାନ

by ସଞ୍ଜୟ ସ୍ୱାଇଁ
June 22, 2025
in Nayagarh
ନବୀନଙ୍କ ଆରୋଗ୍ୟ କାମନା କରି ଦୀପଦାନ
141
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ବିଜୁ ଜନତା ଦଳ ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆରୋଗ୍ୟ କାମନା କରି ବିଭିନ୍ନ ସ୍ଥାନରେ ଦୀପଦାନ କରାଯାଇଛି । ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ପୈାର ପରିଷଦ ଅଧ୍ୟକ୍ଷା ନିରୂପମା ଖଟେଇ, ଉପାଧ୍ୟକ୍ଷ ଗୁରପ୍ରସାଦ ଜେନାଙ୍କ ସମେତ ସମସ୍ତ କାଉନସିଲର, ଜନପ୍ରତିନିଧି, ବୁଦ୍ଧିଜୀବୀ ସାମିଲ ହୋଇ ଦକ୍ଷିଣକାଳୀ ମନ୍ଦିରରେ ଦୀପଦାନ କରିଛନ୍ତି ।

ସମାନଭାବେ ଦଶପଲ୍ଲା ମହାବୀଦ ମନ୍ଦିର ଜିଲ୍ଲା ବିଜେଡି ସଭାପତି ତଥା ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରାଙ୍କ ତତ୍ୱାବଧାନରେ ଦୀପଦାନ କରାଯାଇଛି । ଦଶପଲ୍ଲା ଏନଏସି ଅଧ୍ୟକ୍ଷା ପୁନମ ପିୟଦର୍ଶିନୀ, ବ୍ଲକ ଅଧ୍ୟକ୍ଷା ସୁନନ୍ଦା ସାହୁ, ପୂର୍ବତନ ବ୍ଲକ ଅଧ୍ୟକ୍ଷ ଉପେନ୍ଦ୍ର କୁମାର ସାହୁଙ୍କ ସମେତ ଅନେକ ଜନପ୍ରତିନିଧି ଓ ବୁଦ୍ଧିଜୀବୀ ସାମିଲ ହୋଇ ସାମୁହିକ ଦୀପଦାନ କରିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!