Thursday, May 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆତ୍ମସମର୍ପଣ କଲେ ୨ ହାର୍ଡକୋର ମାଓବାଦୀ

by ସଞ୍ଜୟ ସ୍ୱାଇଁ
July 18, 2021
in Feature News
ଆତ୍ମସମର୍ପଣ କଲେ ୨ ହାର୍ଡକୋର ମାଓବାଦୀ
37
VIEWS
Share on FacebookShare on Twitter

ମାଲକାନଗିରି,(ବାଘୁଆବାର୍ତ୍ତା): ମାଲକାନଗିରି ଗସ୍ତରେ ଡିଜିପି ଅଭୟ । ମାଲକାନଗିରି ଜିଲ୍ଲା ଟେମୁରପାଲି ମାଓପ୍ରବଣ ଅଞ୍ଚଳ, ମାଲକାନଗିରି ବିଏସଏଫ କ୍ୟାମ୍ପ, ଜିଲ୍ଲା ପୁଲିସ କାର୍ଯ୍ୟଳୟ ପରିଦର୍ଶନ କରି ମାଓ ସମସ୍ୟା ସମ୍ପର୍କରେ ଉଚ୍ଚ ପୁଲିସ ଅଧିକାରୀଙ୍କ ସହ ସମୀକ୍ଷା କଲେ ଡିଜିପି। ଏହି ଅବସରରେ ପୋଲିସ ଡିଜି ଅଭୟଙ୍କ ନିକଟକରେ ୨ ଜଣ ହାର୍ଡକୋର ମାଓବାଦୀ ଆଜି ଆତ୍ମସମର୍ପଣ କରିଛନ୍ତି । ଆତ୍ମସମର୍ପଣ କରିଥିବା ଦୁଇ ମାଓବାଦୀ ହେଲେ ଏରିଆ କମିଟି ମେମ୍ବର ସବିତା ଓ ପାର୍ଟି ମେମ୍ବର ରାଇଧର । ଆତ୍ମସମର୍ପଣ କରିଥିବା ମାଓବାଦୀ ସବିତା ନାଁରେ ୨ ଲକ୍ଷ ଓ ରାଇଧର ନାଁରେ ଲକ୍ଷେ ଟଙ୍କା ପୁରସ୍କାର ରାଶି ଥିଲା । ବହୁ ଦିନରୁ ଏମାନେ ମାଓ ସଂଗଠନରେ ଜଡିତ ଥିଲେ । ସଂଗଠନର ବିଚାରଧାରାରେ ବିତସ୍ପୃହ ହୋଇ ସମାଜରେ ମୁଖ୍ୟ ସ୍ରୋତରେ ସାମିଲ ହେବା ଲକ୍ଷ୍ୟରେ ଆତ୍ମସମର୍ପଣ କରିଛନ୍ତି ସରିତା ଓ ରାଇଧର ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!