Tuesday, June 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଜାପୁର ମାଓବାଦୀଙ୍କ ଲ୍ୟାଣ୍ଡମାଇନ ଯୋଜନା ପଣ୍ଡ

by ସଞ୍ଜୟ ସ୍ୱାଇଁ
May 12, 2022
in Crime, State
ବିଜାପୁର ମାଓବାଦୀଙ୍କ ଲ୍ୟାଣ୍ଡମାଇନ ଯୋଜନା ପଣ୍ଡ
20
VIEWS
Share on FacebookShare on Twitter

ମାଲକାନଗିରି, (ବାଘୁଆବାର୍ତ୍ତା): ମାଲକାନଗିରି ଛତିଶଗଡ ସୀମାନ୍ତ ବିଜାପୁର ଜିଲ୍ଲାରେ ମାଓବାଦୀ ମାନେ ଲଗାଇଥିବା ଲ୍ୟାଣ୍ଡମାଇନକୁ ନିଷ୍କ୍ରିୟ କଲେ ଯବାନ । ବିଜାପୁର ଜିଲ୍ଲାର ପୋମାମଲା ଥାନା ଅନ୍ତର୍ଗତ ଫୁଣ୍ଡୁରୀ ଗ୍ରାମ ନିକଟ ଇନ୍ଦ୍ରାବତୀ ନଦୀ ଉପରେ ପୋଲ ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ଏହାକୁ ବିରୋଧ କରି ମାଓବାଦୀ ମାନେ ସେଠାରେ ଲ୍ୟାଣ୍ଡ ମାଇନ ଖଞ୍ଜି ଥିଲେ । ହେଲେ ଆଜି DRG ଓ CRPF ବାହିନୀର ଯବାନ ମାନେ ପୋଲ ନିର୍ମାଣକୁ ସୁରକ୍ଷା ଦେବା ଲାଗି ସେଠାକୁ ଯାଇଥିବା ସମୟରେ ମାଇନ୍ସ ଡିଟେକଟର ଦ୍ୱାରା ଏହାକୁ ଠାବ କରିଥିଲେ । ପରେ ଅତି ସତର୍କତାର ସହ ଏହାକୁ ନିଷ୍କ୍ରିୟ ମଧ୍ୟ କରିଥିଲେ । କେତେ ଶକ୍ତିଶାଳୀ ଥିଲା ଏହି ବୋମା ଯଦି ଏହା ଉପରେ ଜବାନଙ୍କ ପାଦ ପଡ଼ିଥାନ୍ତା ତାହେଲେ ଅନେକ କ୍ଷୟକ୍ଷତି ଯାଇଥାନ୍ତା । ତେବେ ଯବାନ ମାନଙ୍କ ସତର୍କତା ଯୋଗୁଁ ଏକ ବଡ ଅଘଟଣ ଟଳି ଯାଇଥିବା ନେଇ ସୂଚନା ଦେଇଛନ୍ତି ବିଜାପୁର ଏଏସପି ପଙ୍କଜ ଶୁକ୍ଳା ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!