Sunday, May 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଲ୍ୟାଣ୍ଡମାଇନ ଉଦ୍ଧାର କରି ନିଷ୍କ୍ରିୟ କଲେ ସୁରକ୍ଷାକର୍ମୀ

by ସଞ୍ଜୟ ସ୍ୱାଇଁ
May 16, 2022
in Crime, State
ଲ୍ୟାଣ୍ଡମାଇନ ଉଦ୍ଧାର କରି  ନିଷ୍କ୍ରିୟ କଲେ ସୁରକ୍ଷାକର୍ମୀ
44
VIEWS
Share on FacebookShare on Twitter

ମାଲକାନ୍‌ଗିରି, (ବାଘୁଆବାର୍ତ୍ତା): ଲ୍ୟାଣ୍ଡମାଇନ ଉଦ୍ଧାର କରିବା ସହ ଏହାକୁ ନିଷ୍କ୍ରିୟ କଲେ ସୁରକ୍ଷାକର୍ମୀ । ମାଲକାନଗିରି-ଛତିଶଗଡ ସିମାନ୍ତ ସୁକମା ଜିଲ୍ଲାରେ ନକ୍ସଲପନ୍ଥିଙ୍କ ଯୋଜନା ଭଣ୍ଡୁର ହୋଇଛି । ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ନକ୍ସଲମାନେ ଏହି ବୋମା ଖଞ୍ଜିଥିବା ବେଳେ ସିଆରପିଏଫ ଯବାନମାନେ ଏହି ଲ୍ୟାଣ୍ଡମାଇନ ଠାବ କରି ନିଷ୍କ୍ରିୟ କରିଛନ୍ତି । ସୁକୁମା ଜିଲ୍ଲା ପାଲମପଲ୍ଲୀ ଥାନା ଅନ୍ତର୍ଗତ ଅତୁଲପାରା ଜଙ୍ଗଲରେ ମାଓବାଦୀମାନେ ପୋଲିସକୁ ଟାର୍ଗେଟ କରି ମାଟି ତଳେ ଏହି ଲେଣ୍ଡମାଇନ ପୋତିଥିଲେ । ହେଲେ ସିଆରପିଏଫ ଯବାନମାନେ ଏହି ରାସ୍ତା ଦେଇ କୁମ୍ୱିଂ ଅପରେସନରେ ଯାଉଥିବା ବେଳେ ଲେଣ୍ଡମାଇନ ଡିଟେକ୍ଟର ଦ୍ବାରା ସର୍ଚ୍ଚ କରି ୫ କିଲୋଗ୍ରାମ ଓଜନର ଏହି ବୋମା ଠାବ କରିଥିଲେ । ଏହା ବିସ୍ଫୋରଣ ହୋଇଥିଲେ ଯବାନଙ୍କର ଅନେକ କ୍ଷତି ହୋଇଥାନ୍ତା । ତେବେ ବୋମା ଠାବ ହେବା ପରେ ତୁରନ୍ତ ବୋମା ନିଷ୍କ୍ରିୟକାରୀ ଦଳ ସେଠାରେ ପହଞ୍ଚି ବୋମାକୁ ନିଷ୍କ୍ରିୟ କରିଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!