Sunday, November 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୋଲିସ ଓ ନକ୍ସଲ ଗୁଳି ବିନମୟ, ଜଣେ ଏଏସ୍‌ଆଇ ଗୁରୁତର

by ସଞ୍ଜୟ ସ୍ୱାଇଁ
October 17, 2022
in Crime, State
ପୋଲିସ ଓ ନକ୍ସଲ ଗୁଳି ବିନମୟ, ଜଣେ ଏଏସ୍‌ଆଇ ଗୁରୁତର
57
VIEWS
Share on FacebookShare on Twitter

ମାଲକାନଗିରି, (ବାଘୁଆବାର୍ତ୍ତା): ପୋଲିସ ଓ ନକ୍ସଲ ଗୁଳିବିନମୟ । ମାଲକାନଗରି ଜିଲ୍ଲା ଛତିଶଗଡ଼ ସୀମାନ୍ତ ବିଜାପୁର ଜିଲ୍ଲାରେ ଚାଲିଛି ଏନ୍‌କାଉଣ୍ଟର । ଏଥିରେ ଜଣେ ଏଏସ୍‌ଆଇ ଗୁରୁତର ହୋଇଛନ୍ତି । ତାଙ୍କୁ ତୁରନ୍ତ ମେଡିକାଲରେ ଭର୍ତ୍ତି କରାଯାଇଛି । ଖବର ଅନୁଯାୟୀ, ବିଜାପୁର ଜିଲ୍ଲା ତେରମ ଥାନା ଅଞ୍ଚଳରେ ଯବାନମାନେ କୁମ୍ବିଂ ଅପରେସନ ସାରି କ୍ୟାମ୍ପକୁ ଫେରୁଥିଲେ । ଠିକ୍‌ ଏହି ସମୟରେ ନକ୍ସଲମାନେ ପ୍ରଥମେ ଯବାନଙ୍କ ଉପରକୁ ଗୁଳିଚାଳନା କରିଥିଲେ । ଯବାନମାନେ ମଧ୍ୟ ଏହାର ପାଲଟା ଜବାବ ଦେଇଥିଲେ । କିନ୍ତୁ ଏଥିରେ ରାଜେଶ ସୂର୍ୟ୍ୟବଂଶୀ ନାମକ ଜଣେ ପୋଲିସ ଏଏସ୍‌ଆଇ ଆହତ ହୋଇଛନ୍ତି । ରାଜେଶଙ୍କୁ ପ୍ରଥମେ ବିଜାପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ପରେ ବାୟୁସେନାର ହେଲିକପ୍ଟର ଯୋଗେ ରାୟପୁର ସ୍ଥାନାନ୍ତର କରାଯାଇଛି । ଘଟଣାସ୍ଥଳକୁ କୋବ୍ରା ଓ ଏସଟିଏଫ ଯବାନଙ୍କୁ ପଠାଯାଇଥିବା ନେଇ ବସ୍ତର ଆଇଜି ସୁନ୍ଦର ରାଜ ପି ସୂଚନା ଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!