Thursday, June 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଛତିଶଗଡ଼ରେ ୨୨ ଯବାନ ସହିଦ ହେବା ଘଟଣାରେ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲଙ୍କୁ ଟାର୍ଗେଟ୍ କଲା ବିଜେପି

by ସଞ୍ଜୟ ସ୍ୱାଇଁ
April 4, 2021
in Feature News
ଛତିଶଗଡ଼ରେ ୨୨ ଯବାନ ସହିଦ ହେବା ଘଟଣାରେ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲଙ୍କୁ ଟାର୍ଗେଟ୍ କଲା ବିଜେପି
243
VIEWS
Share on FacebookShare on Twitter

ରାୟପୁର,(ବାଘୁଆବାର୍ତ୍ତା):: ଛତିଶଗଡ଼ର ବିଜାପୁରରେ ମାଓବାଦୀମାନଙ୍କ ଅତର୍କିତ ଆକ୍ରମଣରେ ୨୨ଜଣ ଯବାନ ସହିଦ ହେବା ଘଟଣାରେ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲଙ୍କୁ ବିଜେପି ଟାର୍ଗେଟ୍ କରିଛି। ବିଜେପି ସାଂସଦ ଦିଲୀପ ସାଇକିଆ ଅଭିଯୋଗ କରିଛନ୍ତି, ଯେଉଁ ସମୟରେ ଛତିଶଗଡ଼ର ଅନେକ ସୁରକ୍ଷା କର୍ମୀ ପ୍ରାଣ ହରାଇଛନ୍ତି, ସେହି ସମୟରେ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ ଆସାମରେ ନିର୍ବାଚନ ପ୍ରଚାର କରିବାରେ ବ୍ୟସ୍ତ ଅଛନ୍ତି। ସେ ଏଏନଆଇ ନ୍ୟୁଜ ଏଜେନ୍ସିକୁ ଏହା କହିଛନ୍ତି। ଦିଲୀପ ସାଇକିଆ ଆହୁରି ମଧ୍ୟ କହିଛନ୍ତି ଯେ, ସରକାରୀ କର୍ମଚାରୀ ଏବଂ ସରକାରୀ କଳର ଅପବ୍ୟବହାର କରି ମୁଖ୍ୟମନ୍ତ୍ରୀ ଆସାମରେ ଡେରା ପକାଇଛନ୍ତି। ନିର୍ବାଚନ କମିସନ ଏହି ଘଟଣାର ଅନୁସନ୍ଧାନ କରିବା ଉଚିତ। ସୂଚନାଯୋଗ୍ୟ, ଶନିବାର ଦିନ ଛତିଶଗଡ଼ର ବିଜାପୁର ଜିଲ୍ଲାରେ ମାଓବାଦୀମାନେ ଅତର୍କିତ ଆକ୍ରମଣ କରିବାରୁ ଅନ୍ୟୂନ ୨୨ଜଣ ଯବାନ ସହିଦ ହୋଇଛନ୍ତି ଏବଂ ଆହୁରି ୩୧ଜଣ ଯବାନ ଆହତ ହୋଇଛନ୍ତି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!